Posted inUncategorized

ଆଇସିଆଇସିଆଇ ବ୍ୟାଙ୍କର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୩।୧: ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ଚଳିତ ଆର୍ଥକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥକ ବର୍ଷର ଡିସେମ୍ବର ଶେଷ ସୁଦ୍ଧା ବ୍ୟାଙ୍କର ନେଟ୍‌ ଲାଭ ୨୦୨୧-୨୨ ଆର୍ଥକ ବର୍ଷ ତୁଳନାରେ ୩୪% ବୃଦ୍ଧି ପାଇ ୮,୩୧୨ କୋଟି ଟଙ୍କାରେ ପହଞ୍ଚଛି। ସେହିଭଳି ୨୦୨୧-୨୨ ଆର୍ଥକ ବର୍ଷର ସମାନ ଅବଧି ମଧ୍ୟରେ ବ୍ୟାଙ୍କର ନେଟ୍‌ ଲାଭ ୬,୧୯୪ କୋଟି ଟଙ୍କା ରହିଥିଲା ବିଶେଷ କରି ୨୦୨୨-୨୩ ଆର୍ଥିକ ବର୍ଷର ଡିସେମ୍ବର ଶେଷ ସୁଦ୍ଧା ବ୍ୟାଙ୍କର ମୋଟ ଆୟ ୩୩,୫୨୯ କୋଟି ଟଙ୍କାକୁ ବୃଦ୍ଧି ପାଇ ପୂର୍ବ ଆର୍ଥିକ ବର୍ଷ ତୁଳନାରେ ୨୭,୦୬୯ କୋଟି ଟଙ୍କା ହୋଇଛି।

ସେହିପରି ବ୍ୟାଙ୍କର ନେଟ୍‌ ସୁଧ ଆୟରେ ୩୪.୬% ବୃଦ୍ଧି ଘଟି ୧୬,୪୬୫ କୋଟି ଟଙ୍କାରେ ପହଞ୍ଚଛି। ଯାହାକି ବର୍ଷକ ପୂର୍ବେ ୩ୟ ତ୍ରେିମାସିକରେ ୧୨,୨୩୬ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ତେବେ ବ୍ୟାଙ୍କର ବର୍ଷକ ବର୍ଷ ପୂର୍ବେ ସମାନ ଅବଧିରେ ୩.୯୬% ତୁଳନାରେ ନେଟ୍‌ ସୁଧ ହାରରେ ୪.୬୫% ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

ଭାରତ-ପାକିସ୍ତାନ ମହାମୁକାବିଲାକୁ ନେଇ ଆସିଲା ବଡ଼ ଅପଡେଟ୍‌: ୨୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୯।୨: ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। କିନ୍ତୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲାକୁ ନେଇ ଏବେ ବି ଅନିଶ୍ଚିତତା ରହିଛି। ପରିସ୍ଥିତି ସ୍ପଷ୍ଟ କରିବା ପାଇଁ…

ସାମ୍ନାକୁ ଆସିଲା ସୁଇସାଇଡ ନୋଟ: ଆତ୍ମହତ୍ୟା କରିବା ପୂର୍ବରୁ ବାପାଙ୍କୁ ଏମିତି କଥା ଲେଖିଥିଲେ ୩ ଭଉଣୀ

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦର ଟିଲା ମୋଡ ପୋଲିସ ଷ୍ଟେଶନ ଅଞ୍ଚଳର ଭାରତ ସିଟି ସୋସାଇଟିରେ ଏକ ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ତିନି ଭଉଣୀ…

ରୁଷିଆରୁ ଆଉ ତେଲ କିଣିବନି ଭାରତ: ବଢିବ କି ପେଟ୍ରୋଲ- ଡିଜେଲ ଦାମ୍‌? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ସୋମବାର ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ସଦ୍ୟତମ ଚୁକ୍ତି ଅନୁଯାୟୀ, ଭାରତ ଏବେ ରୁଷିଆ ବଦଳରେ ଆମେରିକାରୁ ତେଲ…

ବାଂଲାଦେଶ କ୍ରିକେଟ ବୋର୍ଡକୁ ଠେଙ୍ଗା ଦେଖାଇଲା ଆୟର୍ଲାଣ୍ଡ, ସିଧା ପହଞ୍ଚିଲା ICC ନିକଟରେ

ଢାକା,୧୮।୧: ଆସନ୍ତା ମାସରେ ଆରମ୍ଭ ହେବାକୁ ଥିବା ICC T20 ବିଶ୍ୱକପ ପୂର୍ବରୁ ବାଂଲାଦେଶ ଏକ ହଇଚଇ ସୃଷ୍ଟି କରିଛି। ପ୍ରଥମେ, ଭାରତରେ ମ୍ୟାଚ ଖେଳିବାକୁ ଚାହୁଁନଥିବା…

ପୁରୀରେ ଅଭାବନୀୟ ଘଟଣା: କୁକୁର ମାଂସ ଛିଡ଼ାଇ ଖାଇବା ଭିଡିଓ ଭାଇରାଲ

ପୁରୀ,୧୭ା୧(ଅଜିତ୍‌ କୁମାର ମହାନ୍ତି): ପୁରୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି କୁକୁର ମାଂସ ଛିଡାଇ ଧରିଥିବା ନେଇ ଭିଡିଓ ଦେଖିବାକୁ ମିଳିଛି। ଭିଡିଓରେ…

ଓଡ଼ିଶା: ଆଜିର ଫଟୋ (୪ ଜନୁଆରୀ, ୨୦୨୬ )

ରବିବାର ମାଷ୍ଟର କ୍ୟାଣ୍ଟିନ୍ ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ପଥ ଉତ୍ସବ ଆୟୋଜିତ ହୋଇଯାଇଛି

ରୁପାଲି ଛକରେ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର,୪।୧: ଆମ ବସ୍‌ ଧକ୍କାରେ ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (CMRF)ରୁ ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri