ଆଇସିଆଇସିଆଇ ବ୍ୟାଙ୍କର ‘ମୌସୁମୀ ବୋନାଞ୍ଜା’

ଭୁବନେଶ୍ୱର,୧୦।୮: ଆଇସିଆଇସିଆଇ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ଲୋକପ୍ରିୟ ଅଫର ‘ମୌସୁମୀ ବୋନାଞ୍ଜା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଇଲେକ୍ଟ୍ରୋନିକ୍ସ ସାମଗ୍ରୀଠାରୁ ଆରମ୍ଭକରି ଟ୍ରାଭେଲ୍‌, ଅନ୍‌ଲାଇନ୍‌ ଶପିଂ, ଡାଇନିଂ, ଖାଦ୍ୟ ବରାଦ, ସ୍ବାସ୍ଥ୍ୟ, ବିଉଟି ଏବଂ ଉପହାର ପର୍ଯ୍ୟନ୍ତ ବିଭିନ୍ନ ବର୍ଗରେ ଗ୍ରାହକମାନଙ୍କୁ ବ୍ୟାପକ ଆକର୍ଷଣୀୟ ସୁବିଧା ଓ ରିହାତି ପ୍ରଦାନ ପାଇଁ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ମୌସୁମୀ ବୋନାଞ୍ଜା ଅଫରର ଆରମ୍ଭ କରାଯାଇଛି। ଏପରିକି ଆଇସିଆଇସିଆଇ ବ୍ୟାଙ୍କର ଡେବିଟ୍‌ କାର୍ଡ କିମ୍ବା କ୍ରେଡିଟ୍‌ କାର୍ଡ ଓ ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ୍‌କୁ ବ୍ୟବହାରକରି ଗ୍ରାହକମାନେ ଆକର୍ଷଣୀୟ ରିହାତି ଓ ୫୦% ପର୍ଯ୍ୟନ୍ତ କ୍ୟାଶ୍‌ବ୍ୟାକ୍‌ ସୁବିଧା ଜରିଆରେ ବୋନାଞ୍ଜାର ଲାଭକୁ ଉପଭୋଗ କରିପାରିବେ। ସେହିଭଳି କ୍ରେଡିଟ୍‌ ଓ ଡେବିଟ୍‌ କାର୍ଡରେ ଆକର୍ଷଣୀୟ ଇଏମ୍‌ଆଇ ଅଫର ବି ରହିଛି। ମୌସୁମୀ (ମନ୍‌ସୁନ୍‌) ବୋନାଞ୍ଜାର ୩ୟ ସଂସ୍କରଣରେ ଗ୍ରାହକମାନେ ଫ୍ଲିପ୍‌କାର୍ଟ, ଆପଲ୍‌, ଡେଲ୍‌, ସାମ୍‌ସଙ୍ଗ୍‌, ଏଲ୍‌ଜି, ମେକ୍‌ ମାଇଁ ଟ୍ରିପ୍‌, ୱାନ୍‌ପ୍ଲସ୍‌, କାତାର ଏୟାରୱେଜ୍‌, ଟାଟା କ୍ଲିକ୍‌ ଲକ୍‌ଜୁରି, ଯାତ୍ରା ଭଳି ବହୁ ଶ୍ରେଷ୍ଠ ବ୍ରାଣ୍ଡ୍‌ ଉପରେ ସ୍ବତନ୍ତ୍ର ଅଫର ପାଇପାରିବେ। ସ୍ବାଧୀନତା ଦିବସ ସେଲ୍‌ରେ ସ୍ବତନ୍ତ୍ର ଅଫର ସହ ମୌସୁମୀ ବୋନାଞ୍ଜାର ସଦ୍ୟତମ ସଂସ୍କରଣକୁ ନେଇ ଗ୍ରାହକମାନଙ୍କୁ ବିଭିନ୍ନ ବର୍ଗର ଉପତ୍ାଦ ଓ ସେବା ଉପରେ ଆକର୍ଷଣୀୟ ଡିଲ୍‌ ଓ ରିହାତି ପ୍ରଦାନକରି ସେମାନଙ୍କୁ ଅତୁଳନୀୟ ଶପିଙ୍ଗ୍‌ ଅନୁଭୂତି ପ୍ରଦାନ କରିବାକୁ ବ୍ୟାଙ୍କ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri