ଦେଢ଼ଦିନ ମଧ୍ୟରେ ଦାବି ଫଇସଲା

ଭୁବନେଶ୍ୱର,୨।୬: ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ଆଇସିଆଇସିଆଇ ପ୍ରୁଡେନ୍‌ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପ୍ରାୟ ଦେଢ ଦିନ ମଧ୍ୟରେ ଦାବି ଫଇସଲାର ସମାଧାନ କରୁଛି। ଏପରିକି ୨୦୨୩-୨୪ ଆର୍ଥତ୍କ ବର୍ଷରେ କମ୍ପାନୀର ଦାବି ସମାଧାନ ଅନୁପାତ ୯୯.୧୭% ରହିଛି,ଯାହା ଉକ୍ତ କ୍ଷେତ୍ରରେ ଅନ୍ୟତମ ଶ୍ରେଷ୍ଠ ପ୍ରଦର୍ଶନ ବୋଲି କୁହାଯାଉଛି। ଉଲ୍ଲେଖଯୋଗ୍ୟ, ପ୍ରକୃତ ମୃତ୍ୟୁ ଦାବିର ସମାଧାନ ପାଇଁ ହାରାହାରି ୧.୨୭ ଦିନ ସମୟ ଲାଗିଥିଲାବେଳେ ୨୦୨୪ ଆର୍ଥିକ ବର୍ଷରେ କମ୍ପାନୀ ମୃତ୍ୟୁ ଦାବି ବାବଦରେ ମୋଟ ୧,୮୬୭କୋଟି ଟଙ୍କା ପ୍ରଦାନ କରିଛି। ଏ ସମ୍ପର୍କରେ ଆଇସିଆଇସିଆଇ ପ୍ରୁଡେନ୍‌ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ସିଓଓ ଅମିଷ ବ୍ୟାଙ୍କର କହିଛନ୍ତି, ଜୀବନ ବୀମା ପରିବାରକୁ ଆର୍ଥତ୍କ ସୁରକ୍ଷା ପ୍ରଦାନ କରିଥାଏ। ତେଣୁ ଆମେ ସୁନିଶ୍ଚିତ କରୁଛୁ ଯେ ସମସ୍ତ ପ୍ରକୃତ ଦାବିର ଶୀଘ୍ର ସମାଧାନ ହେବ। ୨୦୨୩-୨୪ଆର୍ଥତ୍କ ବର୍ଷରେ ଆମର ଶିଳ୍ପର ଅଗ୍ରଣୀ ଦାବି ସମାଧାନ ଅନୁପାତ ୯୯.୧୭% ରହିଛି ଏବଂ ସମସ୍ତ ଦସ୍ତାବିଜ ପାଇବା ପରେ ଅଣ-ଅନୁସନ୍ଧାନ ଖୁଚୁରା ଓ ମୃତ୍ୟୁ ଦାବି ସମାଧାନ ପାଇଁ ହାରାହାରି ସମୟ ମାତ୍ର ୧.୨୭ ଦିନ ଥିଲା। ସୂଚନାଯୋଗ୍ୟ, ଗତ ୧୦ବର୍ଷ ମଧ୍ୟରେ କମ୍ପାନୀ ମୋଟ ୧୨,୧୧୨କୋଟି ଟଙ୍କାର ମୃତ୍ୟୁ ଦାବିର ସମାଧାନ କରିଛି, ଯାହା ଲକ୍ଷ ଲକ୍ଷ ପରିବାରର ଆର୍ଥତ୍କ ସୁରକ୍ଷାକୁ ସୁନିଶ୍ଚିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri