ଆଇସିଆଇସିଆଇର ‘ପ୍ରୁ ସୁଖ୍‌ ସମୃଦ୍ଧି’

ନୂଆଦିଲ୍ଲୀ,୨୩।୧୧: ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସ୍ୟୁରାନ୍ସ ପକ୍ଷରୁ ଏକ ନୂଆ ପାର୍ଟିସିପେଟିଙ୍ଗ୍‌ ସେଭିଙ୍ଗ୍‌ସ ପ୍ରଡକ୍ଟ ‘ଆଇସିଆଇସିଆଇ ପ୍ରୁ ସୁଖ୍‌ ସମୃଦ୍ଧି’ର ଶୁଭାରମ୍ଭ କରାଯାଇଛି। ଏହା ଗ୍ରାହକଙ୍କୁ ବୋନସ ଆକାରରେ ନିଶ୍ଚିତ ଲାଭ ଓ ଅଭିବୃଦ୍ଧି ସମ୍ଭାବନାର ଦ୍ୱୈତ ଲାଭ ପ୍ରଦାନ କରୁଛି। ଏହାଛଡା ଏହାର ଲାଇଫ୍‌ କଭର୍‌ ଆୟ ଅବଧି ସମେତ ପଲିସିର ସମ୍ପୂର୍ଣ୍ଣ ଅବଧି ପାଇଁ ଜାରି ରହିବ। ଯାହା ପରିବାରକୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବ। ଏହି ଉପତ୍ାଦ ମହିଳାଗ୍ରାହକଙ୍କୁ ସେମାନଙ୍କ ସଞ୍ଚୟ ଯାତ୍ରା ଆରମ୍ଭ କରିବା ଓ ଆର୍ଥିକ ସ୍ବାଧୀନତା ହାସଲ କରିବା ପାଇଁ ପ୍ରୋତ୍ସାହିତ କରିବା ଲାଗି ଏକ ଉଚ୍ଚ ମାଚ୍ୟୁରିଟି ଲାଭ ପ୍ରଦାନ କରୁଛି। ଏହି ଦୀର୍ଘାବଧିର ସେଭିଙ୍ଗ୍‌ ପ୍ରଡକ୍ଟକୁ ଦୁଇଟି ଭାରିଆଣ୍ଟ ଇନ୍‌କମ୍‌ ଓ ଲମ୍ପ୍‌ ସମ୍‌ରେ ଉପଲବ୍ଧ କରାଯାଇଛି। ଏ ସମ୍ପର୍କରେ ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସ୍ୟୁରାନର୍ସ ଚିଫ୍‌ ଡିଷ୍ଟ୍ରିବ୍ୟୁଶନ ଅଫିସର, ଅମିତ୍‌ ପାଲ୍‌ଟା କହିଛନ୍ତି, ଆଇସିଆଇସିଆଇ ପ୍ରୁ ସୁଖ୍‌ ସମୃଦ୍ଧି ଗ୍ରାହକଙ୍କୁ ନିଜର ଆର୍ଥିକ ଲକ୍ଷ୍ୟକୁ ପୂରଣ କରିବା ପାଇଁ ସକ୍ଷମ କରିବା ଲାଗି ସ୍ବତନ୍ତ୍ର ଭାବେ ଡିଜାଇନ୍‌ କରାଯାଇଛି। ଏହି ବହୁମୁଖୀ ସଂଚୟ ଉପତ୍ାଦ ଏହାର ‘ସେଭିଙ୍ଗ୍‌ସ ୱାଲେଟ୍‌’ ଓ ‘ସେଭ୍‌ ଦ ଡେଟ୍‌’ ଭଳି ଫିଚରଗୁଡିକ ସହ ଗ୍ରାହକଙ୍କୁ ପରିବର୍ତ୍ତିତ ଆବଶ୍ୟକତା ଓ ଜୀବନ ପର୍ଯ୍ୟାୟରେ ଆର୍ଥିକ ଭାବେ ସୁରକ୍ଷିତ ରଖି ନିଜ ଜୀବନର ସଫଳତାକୁ ପାଳନ କରିବାକୁ ସକ୍ଷମ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri