ଅନ୍ତରାଷ୍ଟ୍ରୀୟ କୋର୍ଟରେ ୧୬ ମାର୍ଚ୍ଚରେ ହେବ ୟୁକ୍ରେନ୍‌-ରୁଷିଆ ମାମଲାର ଶୁଣାଣି

ଆମଷ୍ଟରଡମ,୧୪ ।୩: ରୁଷିଆ ବିରୋଧରେ ୟୁକ୍ରେନ କରିଥିବା ମାମଲାର ଶୁଣାଣି ଅନ୍ତରାଷ୍ଟ୍ରୀୟ କୋର୍ଟରେ ମାର୍ଚ୍ଚ ୧୬ରେ କରାଯିବ ବୋଲି ଜଣାପଡିଛି । କୋର୍ଟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ୭ ମାର୍ଚ୍ଚରେ ହୋଇଥିବା ଶୁଣାଣିକୁ ରୁଷିଆ ବହିଷ୍କାର କରିଥିଲା । ୟୁକ୍ରେନ ଅନ୍ତରାଷ୍ଟ୍ରୀୟ କୋର୍ଟରେ ଅପିଲ କରିଛି ଯେ ରୁଷିଆକୁ ସେନା ଅଭିଯାନ ବନ୍ଦ କରିବାକୁ କୋର୍ଟ ନିର୍ଦ୍ଦେଶ ଦିଅନ୍ତୁ । ୟୁକ୍ରେନ କହିଛି ରୁଷିଆର ଆକ୍ରମଣ ମିଳିତ ଜାତିସଂଘର ନରସଂହାର ଚୁକ୍ତିନାମାର ତ୍ରୁଟିପୂର୍ଣ୍ଣ ବ୍ୟାଖ୍ୟା ମଧ୍ୟରେ ରହିଛି ।
ସୂଚନାଯୋଗ୍ୟ, ଫେବୃୟାରୀ ୨୪ରୁ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିଥିବା ବେଳେ ଏହାରି ଭିତରେ ବହୁ ଧନଜୀବନ କ୍ଷୟକ୍ଷତି ହେଲାଣି । ଉଭୟ ଦେଶ ମଧ୍ୟରେ ଯୁଦ୍ଧ ବିରତିକୁ ନେଇ ୩ ଥର କଥା ବି ହୋଇ ସାରିଲାଣି । ହେଲେ ସ୍ଥିତି ପୂର୍ବାପେକ୍ଷା ବଢିବାରେ ଲାଗିଛି । ଦିନକୁଦିନ ରୁଷିଆର ଆକ୍ରମଣ ତୀବ୍ର ହେଉଥିବା ବେଳେ ୟୁକ୍ରେନ ବି ପଛଘୁଞ୍ଚା ଦେଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri