Posted inଜାତୀୟ

ପ୍ୟାକିଂ ଖାଦ୍ୟର ଲେବୁଲ ବିଭ୍ରାନ୍ତ କରିପାରେ ସତର୍କ କରାଇଲା ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୨ା୫: ବଜାରରେ ଉପଲବ୍ଧ ହେଉଥିବା ପ୍ୟାକେଜିଂ ଖାଦ୍ୟସାମଗ୍ରୀଗୁଡ଼ିକରେ ଲାଗିଥିବା ଲେବୁଲ୍‌ର ଦାବି ବିଭ୍ରାନ୍ତିକର ହୋଇପାରେ। ଦେଶର ଶୀର୍ଷ ସ୍ବାସ୍ଥ୍ୟ ଗବେଷଣା ସଂସ୍ଥା ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ଏନେଇ ସତର୍କ କରାଇଛି। ସ୍ବାସ୍ଥ୍ୟକର ଖାଦ୍ୟ ଚୟନ କରିବା ସମୟରେ ଗ୍ରାହକମାନେ ସେଥିରେ ଥିବା ଲେବୁଲର ତଥ୍ୟକୁ ଭଲଭାବେ ପଢ଼ିବା ଓ ଯାଞ୍ଚ କରିବା ଆବଶ୍ୟକ ବୋଲି ଆଇସିଏମ୍‌ଆର କହିଛି। ଶର୍କରାମୁକ୍ତ ଖାଦ୍ୟ ଭାବେ ବିକ୍ରି ହେଉଥିବା ସାମଗ୍ରୀଗୁଡ଼ିକରେ ପ୍ରଚୁର ଫ୍ୟାଟ୍ସ ଥାଇପାରେ। ସେହିପରି ପ୍ୟାକିଂ ହୋଇଥିବା ଫ୍ରୁଟ୍‌ ଜୁସ୍‌ରେ ମାତ୍ର ୧୦ ପ୍ରତିଶତ ଫଳରସ ଥାଇପାରେ ବୋଲି ସ୍ବାସ୍ଥ୍ୟ ଗବେଷଣା ସଂସ୍ଥା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ‘ଏଲ ନିନୋ’ (El Ni୦o) ର ଗମ୍ଭୀର ପ୍ରଭାବ; ଦେଶରେ ୬ ମାସ ମଧ୍ୟରେ ୫୫ହଜାର ଲୋକଙ୍କର ହୋଇପାରେ ମୃତ୍ୟୁ!

ନୂଆଦିଲ୍ଲୀ,୨୯।୧୦: ‘ସୁପର’ ଏଲ ନିନୋ ଯୋଗୁ, ବିଶ୍ୱ ବୃଷ୍ଟିପାତ ଢାଞ୍ଚା ପରିବର୍ତ୍ତନ ହେଉଛି ଏବଂ 2026 ରେ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିକ୍ରିୟା ସ୍ବରୂପ, ‘କ୍ଲାଇମେଟ ଇମ୍ପାକ୍ଟ…

ଖବର ପ୍ରସାରଣ ପରେ ସନ୍ତୋଷୀଙ୍କ ନିକଟରେ ପହଞ୍ଚିଲା ପ୍ରଶାସନ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ପବନ ଯୋଗୁ ଗଞ୍ଜାମ ସହର ସାନ ବଜାରସ୍ଥିତ ଓ୍ବାର୍ଡ ନଂ ୭ ବାଲିସାହି ସନ୍ତୋଷୀ…

ନିର୍ଜନ ଜଙ୍ଗଲ ଭିତରକୁ ଆଲିଆଙ୍କୁ ନେଇଗଲେ ରଣବୀର, ହଠାତ୍‌ ଗାଡ଼ି ରଖି କହିଲେ…

ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ କାହାଣୀକୁ ନେଇ ପୁଣି ଚର୍ଚ୍ଚା। ୧୪ ଏପ୍ରିଲ ୨୦୨୨ରେ ବିବାହ କରିଥିବା ଏହି ଯୋଡ଼ିଙ୍କ…

ଏହି ବ୍ୟାଙ୍କ୍‌ ଖାତାରେ ଟଙ୍କା ଅଛି କି? ଡିସେମ୍ୱର ୧ରୁ ବଦଳିବ ନିୟମ, ଜାଣନ୍ତୁ ନଚେତ୍‌ ପସ୍ତେଇବେ

ନୂଆଦିଲ୍ଲୀ,୨୯।୧୦: ଆକ୍ସିସ ବ୍ୟାଙ୍କ (Axis Bank) ନିଜର କୋଟି କୋଟି ଖାତାଧାରୀଙ୍କ ପାଇଁ ନିୟମରେ ପରିବର୍ତ୍ତନ କରିବାକୁ ଯାଉଛି। ଏବେ ଆକାଉଣ୍ଟରେ କମ ଟଙ୍କା ରଖିବା, ନଗଦ…

ଧସିଲା ପାହାଡ଼: ମା’ ସିଦ୍ଧ ବାଙ୍କେଶ୍ୱରୀଙ୍କ ପୀଠକୁ ଯୋଗାଯୋଗ ବିଚ୍ଛିନ୍ନ

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ଗ୍ରାମ ନିକଟସ୍ଥ କେରାଣ୍ଡିମାଳ ପର୍ବତ ଶୀର୍ଷରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ…

ଚତୁର୍ଥ ଟି-୨୦ରୁ ବୈଭବଙ୍କୁ ବାହାର କରିବାକୁ ପଡିବ? କାହିଁକି ଏପରି କହିଲେ ଅଶ୍ୱିନ, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜର ପରବର୍ତ୍ତୀ ମୁକାବିଲା ଏବେ ଅକଲାଣ୍ଡରେ ଖେଳାଯିବ। ଶୁକ୍ରବାର, ଅକ୍ଟୋବର ୩୦ ତାରିଖରେ ଉଭୟ ଦଳ ଚତୁର୍ଥ…

ପ୍ରଥମ ଥର କରୱା ଚୌଥ ବ୍ରତ ପାଳନ କଲେ ଶିଖର ଧୱନଙ୍କ ପତ୍ନୀ; କହିଲେ, ‘ମୁଁ ବହୁତ ଭାଗ୍ୟଶାଳୀ’

ନୂଆଦିଲ୍ଲୀ,୨୯।୧୦: ଆଜି ହେଉଛି କରୱା ଚୌଥ ପର୍ବ, ଯେଉଁ ଦିନ ପତ୍ନୀମାନେ ନିଜ ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ଉପବାସ ରଖିଥାନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ…

ଏହି ଜିଲାରେ ୩୧ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ସାଙ୍ଗକୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଜାରି ରହିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?