ଓମିକ୍ରନ୍‌ କିଟ୍‌ ଓମିସ୍ୟୁରକୁ ଆଇସିଏମ୍‌ଆର ମଞ୍ଜୁରୀ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଓମିକ୍ରନ୍‌କୁ ଚିହ୍ନଟ କରୁଥିବା କିଟ୍‌ ଓମିସ୍ୟୁରକୁ ଆଇସିଏମ୍‌ଆର ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହାକୁ ମୁମ୍ବାଇର ଟାଟା ମେଡ଼ିକାଲ ଆଣ୍ଡ ଡାଇଗ୍ନୋଷ୍ଟିକ୍‌ ପକ୍ଷରୁ ବିକଶିତ କରାଯାଇଛି। ଏହାକୁ ସେପ୍ଟେମ୍ବର ୩୦ରେ ମଞ୍ଜୁରୀ ମିଳିଥିଲା। ତେବେ ଏସମ୍ପର୍କରେ ସୂଚନା ଏବେ ଜଣାପଡ଼ିଛି। ଏହାର ସମ୍ପୂର୍ଣ୍ଣ ନାମ ଟାଟା ଏମ୍‌ଡି ଚେକ୍‌ ଆର୍‌ଟି-ପିସିଆର୍‌ ଓମିସ୍ୟୁର।

ଭାରତରେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ମଲ୍ଟିପ୍ଲେକ୍ସ୍‌ କିଟ୍‌ର ବ୍ୟବହାର କରାଯାଉଛି। ଏହାକୁ ଆମେରିକାର ଥେର୍ମୋ ଫିଶର ଦ୍ୱାରା ମାର୍କେଟିଙ୍ଗ କରାଯାଉଛି। ଏହି କିଟ୍‌ ଏସ୍‌ ଜିନ୍‌ ଟାର୍ଗେଟ୍‌ ଫେଲ୍ୟୁର (ଏସଜିଟିଏଫ୍‌) ଷ୍ଟାଟେର୍ଜି ମାଧ୍ୟମରେ ଓମିକ୍ରନ୍‌ ଭୂତାଣୁକୁ ଚିହ୍ନଟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

‘ଜେଣ୍ଟଲ ମ୍ୟାନ’ ଲୁକରେ ବୈଭବ ସୂର୍ଯ୍ୟବଂଶୀ, ଯୁବରାଜ ସିଂହଙ୍କୁ ଭେଟିବା ସହ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୧୩।୭: ୧୫ ବର୍ଷୀୟ ଭାରତୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ରବିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜ ଶେଷ ହେବା ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri