Posted inଜାତୀୟ

କାଲି ପ୍ରକାଶ ପାଇବ ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର, ୯।୭(ବ୍ୟୁରୋ): ଆସନ୍ତା ଶୁକ୍ରବାର ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ରେଜଲ୍ଟ ବାହାରିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଆଇସିଏସ୍‌ଇ ଏବଂ ଆଇଏସ୍‌ସି ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ମୋବାଇଲରେ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିପାରିବେ ଛାତ୍ରୀଛାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ମାତା-ପିତା ଉଭୟଙ୍କର ସ୍ନେହ ସନ୍ତାନ ପାଇଁ ଗୁରୁତ୍ୱପୂର୍ଣ୍ଣ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୨।୧୦: ମାତା-ପିତାଙ୍କ ସ୍ନେହ ସନ୍ତାନଙ୍କ ପାଇଁ ଆବଶ୍ୟକ ଏବଂ ଗୁରୁତ୍ୱପୂର୍ଣ୍ଣ। ଏଥିରେ ମାତା-ପିତାଙ୍କ ଲାଗି ପ୍ରତିବନ୍ଧକ ସୃଷ୍ଟି ହୋଇପାରିବ ନାହିଁ ବୋଲି ଶନିବାର ସୁପ୍ରିମ୍‌କୋର୍ଟ ରାୟ...

ସୀମାରେ ସଂଘର୍ଷ

ନୂଆଦିଲ୍ଲୀ,୩୦ା୧: ପୂର୍ବରୁ ସୀମା କହିଲେ କେବଳ ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା ଓ ଉତ୍ତର ପୂର୍ବକୁ ଲାଗି ରହିଥିବା ଚାଇନା ସୀମାକୁ ବୁଝାଉଥିଲା। ହେଲେ ଦୁଇମାସ ହେବ...

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ କ୍ୟୁରେଟିଭ ପିଟିଶନ

ନୂଆଦିଲ୍ଲୀ,୨।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନ ସୋମବାର ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ଏହାସହ...

କରୋନାରୁ ସୁସ୍ଥ ହୋଇ ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଏହି ପୂର୍ବତନ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ, ୧୩।୮: କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟାଙ୍କୁ ଗୁରୁବାର ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଛି। ମୂତ୍ର ସଂକ୍ରମଣ ଲାଗି...

ରାଜ୍ୟ ସଭା ପ୍ରାର୍ଥୀ ଚୟନ: ଭାଜପାର ଓବିସି-ଦଳିତ ସୂତ୍ର

ନୂଆଦିଲ୍ଲୀ,୧ା୬: ରାଜ୍ୟ ସଭା ନିର୍ବାଚନ ଲାଗି ଭାଜପା ପ୍ରାର୍ଥୀ ଚୟନରେ ଓବିସି-ଦଳିତ ସୂତ୍ର ଆପଣାଇଥବା କୁହାଯାଉଛି। ରବିବାର ଓ ସୋମବାର ଘୋଷଣା କରାଯାଇଥିବା ୨୨ ପ୍ରାର୍ଥୀଙ୍କ...

ଦେଶର ପ୍ରଥମ କରୋନା ସଂକ୍ରମିତ ପୁଣିଥରେ କରୋନା କବଳରେ

ଥିରୁଭାନନ୍ତପୁରମ,୧୩ ।୭: ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଥିବା ବେଳେ ସମୟ କ୍ରମେ ଏହା କମ୍ ହେବାରେ ଲାଗିଛି । ହେଲେ କିଛି ରାଜ୍ୟରେ ଏବେବି...

ନାବାଳିକାଙ୍କୁ ଗଣବଳାତ୍କାର: ୭ ଅଭିଯୁକ୍ତ ନାବାଳକ

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ), ୩୦ା୮: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚତ୍ ନିକଟରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଏହି ଘୃଣ୍ୟ ଅପରାଧ ଭିଆଇଥିବା ସମସ୍ତ ୭ ଅଭିଯୁକ୍ତ ହେଉଛନ୍ତି ନାବାଳକ।...

ଗୁଜରାଟ ଡ୍ରଗ୍ସ ଜବତ ଘଟଣାରୁ ଧ୍ୟାନ ହଟାଇବାକୁ ପ୍ରୟାସ କରୁଛି ଭାଜପା

ପାଣଜୀ, ୪ା୧୦: ଗୁଜରାଟର ମୁନ୍ଦ୍ରା ପୋର୍ଟରୁ ଗତ ମାସରେ ପ୍ରାୟ ୩ ହଜାର କିଲୋଗ୍ରାମ ଡ୍ରଗ୍ସ ଜବତ ହୋଇଥିଲା। ଏହି ଘଟଣା ଉପରୁ ଧ୍ୟାନ ହଟାଇବା...

Advertisement
Archives

Model This Week