ଆଇସିଏସ୍‌ଇ ଦଶମ ପରୀକ୍ଷାଫଳ ପ୍ରକାଶ: ସତ୍ୟଜିତ ହୋତା ନ୍ୟୁଲାଇଫ୍‌ ଇଂଲିଶ ମିଡିୟମ ବିଦ୍ୟାଳୟ ଟପ୍ପର

ବିଷମ କଟକ, ୧।୫(ପ୍ରସନ୍ନ କୁମାର ପଣ୍ଡା): ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିରେ ରାୟଗଡା ଜିଲା ବିଷମ କଟକ ବ୍ଲକ ସଦର ନ୍ୟୁଲାଇଫ୍‌ ଇଂଲିଶ ମାଧ୍ୟମ ବିଦ୍ୟାଳୟ ଛାତ୍ର ସତ୍ୟଜିତ ହୋତା ୯୩.୬ ପ୍ରତିଶତ ମାର୍କ ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି । ସେହିପରି ଦ୍ୱିତୀୟ ସ୍ଥାନରେ ବିଦ୍ୟାଳୟର ଜି.ସମର୍ଥ କୁମାର ୯୨.୨, ଏବଂ ସୌମ୍ୟରଞ୍ଜନ ଦାଶ ୮୯.୬, ବିଶ୍ୱଜିତ ସ୍ବାଇଁ ୮୬.୮ ଏବଂ ସ୍ବପ୍ଲିନ ରଞ୍ଜନ ପାତ୍ର ୮୬.୪ ପ୍ରତିଶତ ମାର୍କ ରଖିଛନ୍ତି । କୃତୀ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ଅଧ୍ୟକ୍ଷ ମଳୟ ବେନିୟା ଏବଂ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪…

ଶ୍ରମିକ ଦିବସରେ ପୁରୁଣା କଥାକୁ ମନେ ପକାଇଲେ ଶେଖ ହସିନା, କହିଲେ ଆମେ ଦେଢ ଦଶକରେ ଯାହା କରିଥିଲୁ, ୟୁନୁସ ସରକାର…

ଢାକା,୧।୫: ଶୁକ୍ରବାର ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ, ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ତାଙ୍କ ଦେଶର ବର୍ତ୍ତମାନର ପରିସ୍ଥିତିକୁ ଚିନ୍ତାଜନକ ବୋଲି ବର୍ଣ୍ଣନା କରିଥିଲେ। ହସିନା…

Nobel Peace Prize: ଟ୍ରମ୍ପଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର? ୨୮୭ ଜଣଙ୍କ ନାମ ସର୍ଟଲିଷ୍ଟ କରୁଛି କମିଟି

ଓସଲୋ,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ପ୍ରକୃତରେ, ୨୦୨୬ ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ ମନୋନୀତ ହୋଇପାରନ୍ତି।…

୪ ଦୁର୍ଗମ ଗ୍ରାମର ୫୯ ଜଣଙ୍କୁ ମିଳିବ ଜନ୍ମ ପ୍ରମାଣପତ୍ର

ଗୁଡାରି , ୧।୫ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡାରି ତହସିଲଦାର ଏ. ସ୍ନେହଲତାଙ୍କ ନେତୃତ୍ୱରେ କାର୍ଯ୍ୟାଳୟର ଏକ ଟିମ୍‌ ବ୍ଲକର ଦୁର୍ଗମ ଅଞ୍ଚଳ…

୪ ସାଙ୍ଗ ମିଶି ଦୁଇ ବାଇକ୍‌ରେ ଯାଉଥିଲେ, ବାଟରେ ଛକିଥିଲା ଯମ, ଚାଲିଗଲା ୨ ଜୀବନ

ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର-ସୋରଡ଼ା ମୁଖ୍ୟ ରାସ୍ତାର କାଳିଆଗୁଡ଼ା ନିକଟରେ ଗୁରୁବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବାଇକ୍‌ରେ ଯାଉଥିବା ଦୁଇଜଣ ଯୁବକଙ୍କ…

‘ମୋର ଗୋଟିଏ କଲ୍‌ରେ ୮ ମହିଳାଙ୍କ ମୃତ୍ୟୁଦଣ୍ଡ ବନ୍ଦ ହୋଇଥିଲା’ – ଇରାନକୁ ନେଇ କାହିଁକି ବଡ଼ ବଡ଼ ଦାକି କରୁଛନ୍ତି ଟ୍ରମ୍ପ? ଜାଣନ୍ତୁ…

ତେହରାନ,୧।୫: ଗୁରୁବାର, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପରିସ୍ଥିତି ସମ୍ପର୍କରେ ଅନେକ ବଡ଼ ଦାବି କରିଥିଲେ। ସେ କହିଥିଲେ ଯେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନ ଇରାନ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ…

ନାମଯଜ୍ଞରେ କମ୍ପୁଛି ଅଞ୍ଚଳ: ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ନାଟେଙ୍ଗା ଶ୍ରୀ ତ୍ରିନାଥ ସ୍ବାମୀଙ୍କ ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଶୁକ୍ରବାରଠାରୁ ୨୪ ପ୍ରହର ନାମଯଜ୍ଞ ଆରମ୍ଭ ହୋଇଛି। ଏହା ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri