Posted inଜାତୀୟ

ଫେବୃଆରୀ ୧୭ରୁ ଆଇସିଏସ୍‌ଇ ୧୦ମ ଶ୍ରେଣୀ ପରୀକ୍ଷା

ନୂଆଦିଲ୍ଲୀ,୧୪ା୧୧(ପି.ଟି.): କାଉନସିଲ୍‌ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଆସନ୍ତା ଫେବୃଆରୀ ୧୭ରୁ ଏବଂ ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୨ରୁ ଆରମ୍ଭ ହେବ। ପ୍ରାୟ ୨.୬ ଲକ୍ଷ ଛାତ୍ରୀଛାତ୍ର ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଦେବାକୁ ଥିବାବେଳେ ପ୍ରାୟ ୧.୫ ଲକ୍ଷ ଛାତ୍ରୀଛାତ୍ର ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେବେ। ଶିକ୍ଷାବର୍ଷର ସୁପରିଚାଳନାକୁ ଦୃଷ୍ଟିରେ ରଖି ଆଗାମୀ ଉଭୟ ବୋର୍ଡ ପରୀକ୍ଷାର ସୂଚୀ ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା ଛାତ୍ରୀଛାତ୍ରମାନେ ପ୍ରମୁଖ ବିଷୟଗୁଡ଼ିକ ଉପରେ ପ୍ରସ୍ତୁତ ହେବାକୁ ଉପଯୁକ୍ତ ସମୟ ପାଇପାରିବେ ବୋଲି ସିଆଇଏସ୍‌ସିଇ ସମ୍ପାଦକ ତଥା ମୁଖ୍ୟ କାର୍ଯନିର୍ବାହୀ ଯୋଶେଫ ଇମାନୁଏଲ କହିଛନ୍ତି। ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ। ସେହିପରି ଫେବୃଆରୀ ୧୨ରୁ ଏପ୍ରିଲ ୬ ମଧ୍ୟରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଅନୁଷ୍ଠିତ ହେବ। ବୋର୍ଡ ପକ୍ଷରୁ ଆଇସିଏସ୍‌ଇର ୭୫ଟି ବିଷୟ ଏବଂ ଆଇଏସ୍‌ସିର ୫୦ ବିଷୟ ପରୀକ୍ଷା ଡାଟା ସିଟ୍‌ ପ୍ରକାଶ ପାଇଥିବା ଇମାନୁଏଲ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri