ଫେବୃଆରୀ ୧୮ରୁ ଆଇସିଏସ୍‌ଇ ଦଶମ, ୧୩ରୁ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ,୨୫ା୧୧: କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌ ଏକ୍ଜାମିନେଶନ୍ସ (ସିଆଇଏସ୍‌ସିଇ) ୨୦୨୫ ବର୍ଷ ପାଇଁ ଆଇସିଏସ୍‌ଇ ଦଶମ ଶ୍ରେଣୀ ଏବଂ ଆଇସିଏସ୍‌ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ନିମନ୍ତେ ସୋମବାର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଚାଲିବ।

ସେହିପରି ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୩ରୁ ଆରମ୍ଭ ହୋଇ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ। ୨,୫୩,୩୮୪ ଛାତ୍ରୀଛାତ୍ର ଦଶମ ଶ୍ରେଣୀ ପରୀକ୍ଷା ପାଇଁ ନାମ ପଞ୍ଜୀକୃତ କରିଛନ୍ତି। ଭାରତ ତଥା ଦେଶ ବାହାରେ ୨,୮୦୩ ସ୍କୁଲରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ଲକ୍ଷେରୁ ଊର୍ଦ୍ଧ୍ୱ ପିଲା ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେବେ। ମୋଟ ୧,୪୬୧ ସ୍କୁଲ୍‌ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri