ଆଇଡିବିଆଇ ବ୍ୟାଙ୍କର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୨।୧: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିବାବେଳେ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷର ଅକ୍ଟୋବରରୁ ଡିସେମ୍ବର ଅବଧିରେ ବ୍ୟାଙ୍କର ନେଟ୍‌ ଲାଭ ୧୪୫୮ କୋଟି ଟଙ୍କା ରହିଥିବା ବେଳେ ୫୭%ର ବାର୍ଷିକ ଅଭିବୃଦ୍ଧି ହୋଇଛି। ସେହିଭଳି ବ୍ୟାଙ୍କର ପରିଚାଳନାଗତ ଲାଭ ୨୩୨୭ କୋଟି ଟଙ୍କା ରହିଛି, ଏନ୍‌ଆଇଏମ୍‌ ୪.୭୨% ରେକର୍ଡ କରାଯାଇଥିବା ବେଳେ ନେଟ୍‌ ସୁଧ ଆୟ ୧୭%ର ବାର୍ଷିକ ଅଭିବୃଦ୍ଧି ସହିତ ୩୪୩୫ କୋଟି ଟଙ୍କା ରହିଛି। ଏପରିକି କଷ୍ଟ୍‌ ଅଫ୍‌ ଡିପୋଜିଟ୍‌ ୩ୟ ତ୍ରୈମାସରେ ୮୩ ବିପିଏସ୍‌ ବୃଦ୍ଧି ପାଇ ୪.୩୪% ରହିଛି, ଯାହା ଗତ ଆର୍ଥିକ ବର୍ଷର ୩ୟ ତ୍ରୈମାସରେ ୩.୫୧% ରହିଥିଲା। ଏହି ତ୍ରୈମାସରେ ବ୍ୟାଙ୍କର ସିଆର୍‌ଏଆର୍‌ ୧୮ ବିପିଏସ୍‌ର ବାର୍ଷିକ ଅଭିବୃଦ୍ଧି ସହିତ ୨୦.୩୨% ରହିଛି। ଅପରପକ୍ଷରେ ବ୍ୟାଙ୍କର ରିଟର୍ନ ଅନ୍‌ ଆସେଟ୍‌ସ (ଆର୍‌ଓଏ) ୧.୭୦% ରେକର୍ଡ (୪୮ ବିପିଏସ୍‌ର ବାର୍ଷିକ ଅଭିବୃଦ୍ଧି) କରାଯାଇଥିଲାବେଳେ ରିଟର୍ନ ଅନ୍‌ ଇକ୍ୱିଟି (ଆର୍‌ଓଇ) ୧୯.୫୭% (୩୬୧ ବିପିଏସ୍‌ର ବାର୍ଷିକ ଅଭିବୃଦ୍ଧି) ରହିଛି। ଏହି ଅବଧିରେ ନେଟ୍‌ ଏନ୍‌ପିଏ ୭୪ ବିପିଏସ୍‌ ବୃଦ୍ଧି ହୋଇ ୦.୩୪% ରହିଥିବା ବେଳେ ଗ୍ରସ୍‌ ଏନପିଏ ୯୧୩ ବିପିଏସ୍‌ ବୃଦ୍ଧି ହୋଇ ୪.୬୯% ଏବଂ ପିସିଆର୍‌ ୧୧୯ ବିପିଏସ୍‌ ବୃଦ୍ଧି ହୋଇ ୯୯.୧୭% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?