ଭୁବନେଶ୍ୱର,୨୩।୯: ଆଇଡିବିଆଇ ବ୍ୟାଙ୍କ ପକ୍ଷରୁ ଚଳିତ ବର୍ଷର ପାର୍ବଣ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ୟାଙ୍କର ଲୋକପ୍ରିୟ ଯୋଜନା ‘ଅମୃତ ମହୋସତ୍ବ ଏଫ୍ଡି’ ସ୍କିମ୍ ଉପରେ ଉକ୍ତ ଅଫର ପ୍ରଦାନ କରାଯାଉଛି। ଏହି ଅଫର ୨୦୨୩ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଉପଲବ୍ଧ। ଏପରିକି ଏହି ସୀମିତ ଅବଧି ମଧ୍ୟରେ ଗ୍ରାହକମାନେ ଉକ୍ତ ଅଫରର ଲାଭ ଉଠାନ୍ତୁ ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ସେହିଭଳି ୪୪୪ ଦିନର ବିକଳ୍ପ ବାର୍ଷିକ ୭.୭୫%ର ଲାଭଜନକ ସର୍ବୋଚ୍ଚ ହାର ପ୍ରଦାନ କରୁଛି। ଏହା ବ୍ୟତୀତ ୩୭୫ ଦିନର ବିକଳ୍ପ ବାର୍ଷିକ ୭.୬୦% ହାର ପ୍ରଦାନ କରୁଛି। ଅପରପକ୍ଷରେ ୨୭୧ ଦିନରୁ ଅଧିକ ୧ ବର୍ଷରୁ କମ୍ ମାଚ୍ୟୁରିଟି ସ୍ଲାବ୍ ଉପରେ ୫୦ବେସିସ୍ ପଏଣ୍ଟ (ବିପିଏସ୍)ରେ ବ୍ୟାଙ୍କ ସୁଧ ହାରକୁ ଆକର୍ଷଣୀୟ ସହ ବାର୍ଷିକ ୬.୭୫%ର ଏକ ସର୍ବୋଚ୍ଚ ସୁଧ ହାର ପ୍ରଦାନ କରୁଛି। ବ୍ୟାଙ୍କର ସମସ୍ତ ଶାଖାରେ ଏହି ସ୍କିମ୍ ଉପଲବ୍ଧ ରହିଥିବା ବେଳେ ଗ୍ରାହକମାନେ ନିକଟସ୍ଥ ଶାଖା ପରିଦର୍ଶନ କରି ଅଫର ବିଷୟରେ ସମସ୍ତ ସୂଚନା ପାଇପାରିବେ।
ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍ରେ ଚାଲିଛି ଚିକିତ୍ସା
ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…
କଠୋର ଆଭିମୁଖ୍ୟ
ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍’…
୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…
ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…
ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର
ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…
ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍ ଟାଇମ୍, ଅପାର ଧନଲାଭ ସହ ବଢ଼ିବ ଆୟ!
ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…
ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ
ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…
ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ
ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…
ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର
ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

