ଇଡକୋକୁ ହସ୍ତାନ୍ତର ହେବ ବରଗଡ ଚିନିକଳ ଜମି, ପ୍ରତିଷ୍ଠା କରାଯିବ ନୂତନ ଶିଳ୍ପ

ଭୁବନେଶ୍ୱର,୧୫ା୩: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ।

ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍‌ ପାଇଁ ପାଣ୍ଠି ଅଭାବ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣ ପାଇଁ ଚିନିକଳରେ କାମ ବନ୍ଦ ରହିଥିଲା । ସେଥିପାଇଁ ଏହାର ଜମିକୁ ଇଡକୋକୁ ହସ୍ତାନ୍ତର କରି ନୂତନ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିଲେ।

ଏହି ନିଷ୍ପତ୍ତି ଅନୁଯାୟୀ ଚିନିକଳର ସମୁଦାୟ ୧୦୩.୨୧ ଏକର ଜମି ମଧ୍ୟରୁ ବିବାଦମୁକ୍ତ ୭୨.୧୨ ଏକର ଜମି ପାଇଁ ଇଡକୋ ୪୦.୬୮ କୋଟି ଟଙ୍କା ପ୍ରଦାନ କରିଛି । ବରଗଡର ଅତିରିକ୍ତ ଜିଲ୍ଲାପାଳ ତଥା ବରଗଡ କୋଅପରେଟିଭ ସୁଗାର ମିଲ୍‌ସର Liquidatorଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇଛି । ବାକି ସବୁ ଜମି ବିବାଦମୁକ୍ତ ହେବାପରେ ଇଡକୋକୁ ହସ୍ତାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri