ଟାଟାଠାରୁ ଜମି ଫେରାଇ ଆଣିବ ଇଡ୍‌କୋ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଟାଟା ପାଓ୍ବାର କମ୍ପାନୀ କଟକ ଜିଲାର ବାରଙ୍ଗ ତହସିଲ ଅନ୍ତର୍ଗତ କୋଇଲାଭିତ୍ତିକ ଥର୍ମାଲ ପାଓ୍ବାର ପ୍ଲାଣ୍ଟରୁ ଓହରିଯାଇଛି। କମ୍ପାନୀକୁ ଲିଜ୍‌ରେ ଦିଆଯାଇଥିବା ୮୭୧.୪୨୭ ଏକର ଜମିକୁ ଇଡ୍‌କୋ ଲ୍ୟାଣ୍ଡ ବ୍ୟାଙ୍କ ଅଧୀନକୁ ଆଣିବ। ଏହି ପ୍ରସ୍ତାବକୁ ବୁଧବାର ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ଟାଟା କମ୍ପାନୀକୁ ଥର୍ମାଲ ପାଓ୍ବାର ପ୍ଲାଣ୍ଟ କରିବା ପାଇଁ ଉକ୍ତ ଜମି ଯୋଗାଇ ଦେଇଥିଲେ। ଏହି ଜମି ନୂତନ ଶିଳ୍ପ ଓ ଭିତ୍ତିଭୂମି ପ୍ରକଳ୍ପଗୁଡିକୁ ଆକର୍ଷିତ କରିବା ପାଇଁ ବ୍ୟବହାର କରାଯିବ। ଏଥିପାଇଁ ରାଜ୍ୟ ସରକାର ଇଡ୍‌କୋକୁ ୬୨,୮୩, ୪୮, ୫୧୭ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବେ।

ସିଭି ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଓଡ଼ିଶା ଆଇନ ୨୦୧୯ର ସଂଶୋଧନ ହେବ। ଏହି ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି। ସୁନ୍ଦରଗଡ଼ ଜିଲାର କୋପସିଙ୍ଗା ଗ୍ରାମ ନିକଟରେ ନଦୀଗର୍ଭ ସୀମିତ ଜଳ ସଂରକ୍ଷଣ ଆନିକଟ ନିର୍ମାଣ ଯୋଜନାରେ ଏକ ସେତୁ ନିର୍ମାଣ ହେବ। ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ୩୦ ମାସ ମଧ୍ୟରେ ଏହି ପ୍ରକଳ୍ପ ନିର୍ମାଣ ଶେଷ ହେବ। ଏଥିଯୋଗୁ ଜିଲାର ଟାଙ୍ଗରାପଲ୍ଲୀ ଓ ସଦର ବ୍ଲକର ୧୪ ଗ୍ରାମର ଲୋକମାନଙ୍କ ପାନୀୟ ଜଳ ଓ ଘରୋଇ ବ୍ୟବହାର ନିମନ୍ତେ ପର୍ଯ୍ୟାପ୍ତ ଜଳ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଜାରି: କିଛି ଅବୈଧ ନିର୍ମାଣ ଛାଡ଼ିବାକୁ ନେଇ ଉତ୍ତେଜନା

ପୁରୁଣା ଭୁବନେଶ୍ୱର,୧୨।୧୨(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ବିଏମ୍‌ସି, ବିଡିଏ, ମନ୍ଦିର ପ୍ରଶାସନର ମିଳିତ ଟିମ୍‌ ଗୁରୁବାର ପୂର୍ବାହ୍ନ ୧୦ଟାରେ...

ହୁସେନ ରବି ଗାନ୍ଧୀଙ୍କ ପରଲୋକ

କଟକ ଅଫିସ,୨୮ା୧: ବିଶିଷ୍ଟ ସାହିତି୍ୟକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ...

ରେଳଷ୍ଟେଶନ ଛାତରେ ବେଧଡ଼କ ନିଶା ସେବନ : ଆଖିବୁଜି ଦେଇଛି ଆର୍‌ପିଏଫ୍‌, ଜିଆର୍‌ପି

ଭୁବନେଶ୍ୱର,୫ା୮(ବ୍ୟୁରୋ) : ରେଳ ଷ୍ଟେଶନ ଭିତରେ ନିଶାଦ୍ରବ୍ୟ ସେବନ କରିବା ଦଣ୍ଡନୀୟ ଅପରାଧ। ଭୁବନେଶ୍ୱର ଷ୍ଟେଶନର ଚତୁଃପାର୍ଶ୍ୱକୁ ସିସିଟିଭି ମାଧ୍ୟମରେ ନଜର ରଖାଯାଇଛି। ଏହାସହ ରେଳ...

ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା।  ପରେ ବଳଭଦ୍ରଙ୍କର...

ଗର୍ଭବତୀଙ୍କୁ ମରଣାନ୍ତକ ଆକ୍ରମଣ: ଭିଡିଓ ଭାଇରାଲ

ଭଦ୍ରକ ଅଫିସ, ୧୩।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିରୋଳି ଶାସନ ଅଞ୍ଚଳରେ ଜଣେ ଗର୍ଭବତୀ ମହିଳାଙ୍କୁ ରବିବାର ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମର କିଛି...

ଖଣ୍ଡଗିରି ଯାତ୍ରାରେ ପୁଣି ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର, ୮ା୨(ବ୍ୟୁରୋ): କଟକଣା ସତ୍ତ୍ୱେ ଚଳିତବର୍ଷ ଖଣ୍ଡଗିରି କୁମ୍ଭମେଳା ଯାତ୍ରା ମଞ୍ଚରେ ପୁଣି ପରିବେଷଣ ହୋଇଛି ଅଶ୍ଳୀଳ ନୃତ୍ୟ। ଏଭଳି ନୃତ୍ୟ ପ୍ରଦର୍ଶନକୁ ନେଇ ବିବାଦ...

ସପ୍ତାହ ପାଇଁ ସଟ୍‌ଡାଉନ ହେଲା କଲେଜ

ଦେବଗଡ଼,୧୨।୪: ଦେବଗଡ଼ ଜିଲାରେ ସମ୍ପ୍ରତ୍ତି କରୋନାର ଦ୍ୱିତୀୟ ଲହର କାୟା ବିସ୍ତାର କରିବାରେ ଲାଗିଛି। ଏହି କ୍ରମରେ ଇତିମଧ୍ୟରେ ଦେବଗଡ଼ କଲେଜର ୪ଜଣ ଅଧ୍ୟାପକ ଓ...

ଆଖି ବୁଜିଲେ ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତି

କଟକ ସଦର,୨୪।୬(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ କିଶନନଗର ଥାନା ପରିସରରେ ଦେହରେ ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ମୃତ୍ୟୁ। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ...

Advertisement
Archives

Model This Week