ଦୁଇ ଫୁଲମାଳାରେ ପରସ୍ପରକୁ ବାଛିଲେ ଜୀବନ ସାଥୀ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ଜାତିଆଣ ଭେଦଭାବ ମଧ୍ୟ ନ ଥିଲା । ପରସ୍ପର ଫୁଲମାଳା ବିନିମୟରେ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ରବିବାର ଆଦର୍ଶ ଗଣବିବାହ ଅନୁଷ୍ଠିତ ହୋଇଯାଇଛି । ବାବା ସାହେବ ଡଃ ବି.ଆର୍‌ ଆମ୍ବେଡ଼କରଙ୍କ ଜୟନ୍ତୀ ଅବସରରେ ବରଗଡ଼ ସମ୍ବିଧାନ ସୁରକ୍ଷା ମଞ୍ଚ ଏବଂ ଆମ୍ବେଡ଼କର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଅନୁଷ୍ଠିତ ଏହି ଗଣବିବାହରେ ୬କନ୍ୟା ଏବଂ ୬ବରଙ୍କ ବିବାହ ସମ୍ପନ୍ନ ହୋଇଥିଲା ।

ଅକ୍ଷୟ ମୁନା ଓ ଲିସା ସାହୁ, ସୁଜିତ ଜାମଡ଼ୁଲିଆ ଓ ନିଲିମା ଭୁଏ, ମିଥୁନ ନାଏକ ଓ ବୈଜୟନ୍ତୀ ରାଜହଂସ, କେଶବ ମୁଗ୍ରୀ ଓ ପଙ୍କଜିନୀ ଭଏନା, ଅରକ୍ଷିତ ନାଏକ ଓ କମଳା ସାହୁ ଏବଂ ଅମିତ ଚାନ୍ଦ ଓ ନନ୍ଦିନୀ କୁମ୍ଭାର ପରସ୍ପରକୁ ଜୀବନ ସାଥୀ ଭାବେ ବାଛି ନେଇଥିଲେ । ରେଶମା ସୁଲତାନା, ସ୍ବାମୀ ଅବଦୁଲ ଇବ୍ରାହିମ, କନ୍ୟା ମାତାପିତା ଏବଂ ଯଶସ୍ମିତା ଆଚାର୍ଯ୍ୟ, ସ୍ବାମୀ ସମ୍ବିତ ବର ମାତାପିତା କାର୍ଯ୍ୟ ସମ୍ପାଦନ କରିଥଲେ । ସମ୍ବିଧାନ ସୁରକ୍ଷା ମଞ୍ଚର ପବିତ୍ର ଦେହେରୀ, ଏମଡ଼ି ଅଲିମ, ଆମ୍ବେଡ଼କର ଚେରିଟେବୁଲ ଟ୍ରଷ୍ଟର ଗୁଣମଣି ସୁନାନୀ, ଆଲବର୍ଟ ଲାକ୍ରା, ମେରିୟମ ବାର୍ଲା, ସମାଜସେବୀ ପାଣ୍ଡବ କର୍ଣ୍ଣ, ଶ୍ୟାମସୁନ୍ଦର ଅଗ୍ରୱାଲ, ପ୍ରୀତମ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri