କରୋନାକୁ ଶକ୍ତିଶାଳୀ କରୁଥିବା ଆଣବିକ ସଂରଚନା ଚିହ୍ନଟ…

ଶିମଲା, ୬।୪ : ହିମାଚଳ ପ୍ରଦେଶର ଆଇଆଇଟିର ମଣ୍ଡିସ୍ଥିତ ସ୍କୁଲ ଅଫ ବେସିକ ସାଇନ୍ସର ବୈଜ୍ଞାନିକମାନେ କରୋନାକୁ ପ୍ରଭାବଶାଳୀ କରାଉଥିବା ଆଣବିକ ସଂରଚନା (ମଲିକୁଲାର କନଫିଗ୍ୟୁରେଶନ)କୁ ଚିହ୍ନଟ କରିଛନ୍ତି। ଏହା କରୋନା ଭୂତାଣୁକୁ ସଂକ୍ରମିତ କରିବା ଲାଗି ଅଧିକ ଶକ୍ତିଶାଳୀ କରାଇଥାଏ।

ଭବିଷ୍ୟତରେ କରୋନା ମହାମାରୀର ସମାପ୍ତି ପାଇଁ ଏହି ଗବେଷଣା ଅଧିକ ପ୍ରଭାବଶାଳୀ ଔଷଧ ତିଆରି କରିବାରେ ସାହାଯ୍ୟ କରିବ ବୋଲି ବୈଜ୍ଞାନିକମାନେ ମତପୋଷଣ କରିଛନ୍ତି। ଏହି ଗବେଷଣାର ରିପୋର୍ଟ ଅନ୍ତର୍ଜାତୀୟ ପତ୍ରିକା ଭିରୋଲୋଜିରେ ପ୍ରକାଶିତ ହୋଇଛି। ଆସୋସିଏଟ ପ୍ରଫେସର ଡକ୍ଟର ରଜନୀଶ ଗିରି କହିଛନ୍ତି ଯେ ଏଣ୍ଡୋଡୋମେନ ସ୍ପାଇକ ପ୍ରୋଟିନର ମଲିକୁଲାର ଗଠନକୁ ଚିହ୍ନଟ କରିବା ପାଇଁ ଲାବୋରେଟୋରୀରେ ଏହି ଅଧ୍ୟୟନ କରାଯାଇଥିଲା।

ଅଧ୍ୟୟନ ସମୟରେ, କରୋନା ଭୂତାଣୁ ସଂକ୍ରମିତ କରୁଥିବା ମଲିକୁଲାର ଗଠନ ଆବିଷ୍କୃତ ହୋଇଥିଲା। ଅନୁସନ୍ଧାନରୁ ଜଣାପଡିଛି ଯେ ଏହାର ମଲିକୁଲାର ଗଠନ କଠିନ ନୁହେଁ, କିନ୍ତୁ ବହୁତ ନମନୀୟ। ଏହି ଅନୁସନ୍ଧାନରେ ସହଯୋଗ କରିଥିବା ପିଏଚଡି ଛାତ୍ର ପ୍ରତୀକ କୁମାର କହିଛନ୍ତି ଯେ ଏହା ଦ୍ୱାରା କୋଭିଡ -୧୯ ଏବଂ ଅନ୍ୟାନ୍ୟ କରୋନା ଭୂତାଣୁ ସଂକ୍ରମଣର ମୌଳିକ ବିଜ୍ଞାନକୁ ବୁଝିବା କାର୍ଯ୍ୟକୁ ସହଜ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri