ଆଇଡେଷ୍ଟିନିର ଏକ୍ସକ୍ଲୁସିଭ ଆଉଟଲେଟ

ଭୁବନେଶ୍ୱର,୨୨।୧୦ (ଅଭୟ ଦାଶ): ଆଇଡେଷ୍ଟିନି (ଆପଲ୍‌ ଅଥରାଇଜଡ ରିସେଲର ଷ୍ଟୋର) ର ଏକ୍ସକ୍ଲୁସିଭ ଆଉଟଲେଟ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶାରେ କେବଳ ଗୋଟିଏ ନୁହେଁ, ଦୁଇଟି ଆପଲ୍‌ ଅଥରାଇଜ୍‌ଡ ରିସେଲର ଷ୍ଟୋର କାଭାକା କମ୍ପ୍ଲେକ୍ସ, ଅଇଁଠାପାଲି ମେନରୋଡ ସମ୍ବଲପୁର ଏବଂ ଧର୍ମ ନଗର ବ୍ରହ୍ମପୁରଠାରେ ଶୁଭାରମ୍ଭ କରାଯାଇଛି। ସେହିଭଳି ଏହି ନୂଆ ସ୍ଥଳ ଓଡ଼ିଶାର ଟେକ୍‌ ପ୍ରେମୀଙ୍କୁ ଆପଲ୍‌ର ସର୍ବୋତ୍ତମ ଉତ୍ପାଦ ଯୋଗାଇ ଦେବା ନିମନ୍ତେ ଏବଂ ବ୍ରାଣ୍ଡ୍‌ ଲକ୍ଷ୍ୟରେ ଏକ ଉଲ୍ଲେଖନୀୟ ସମ୍ପ୍ରସାରଣ ହୋଇଛି। ପୂର୍ବ ଭାରତର ଏକମାତ୍ର ଆପଲ ପ୍ରିମିୟମ ସହଭାଗୀ ଭାବେ ଆଇଡେଷ୍ଟିନି ବର୍ତ୍ତମାନ ସମସ୍ତ ଆପଲ୍‌ ସାମଗ୍ରୀର ଲକ୍ଷ୍ୟସ୍ଥଳ ଯିବାକୁ ଅଧିକ ନିକଟତର ହୋଇଯାଇଛି।
ଏ ସମ୍ପର୍କରେ ଆଇଡେଷ୍ଟିନି (ଆପଲ୍‌ ଅଥରାଇଜ୍‌ଡ ରିସେଲର)ର ଡାଇରେକ୍ଟର ବିଜୟ ଡୁଗର କହିଥିଲେ,ଓଡ଼ିଶା ବଜାରରେ ଆମେ ଆମର ଦୁଇଟି ନୂଆ ଷ୍ଟୋର ଖୋଲିଥିବାବେଳେ ଏହା ଆଇଡେଷ୍ଟିନି ନିମନ୍ତେ ଏକ ଆକର୍ଷଣୀୟ ମାଇଲଖୁଣ୍ଟ ସାବ୍ୟସ୍ତ ହୋଇଛି। ବିଶେଷ କରି ବ୍ରାଣ୍ଡ୍‌ର ଉପଲବ୍ଧତା, ସେବା ଯୋଗାଣ, ନିର୍ଭରଯୋଗ୍ୟତା, ସୁଲଭତା ଏବଂ ସହଜ ଉପକରଣ ବିନିମୟ ବିକଳ୍ପ ଯୋଗାଇ ଦେଇ ଗ୍ରାହକଙ୍କ ଅନୁଭୂତି ଉପର ସ୍ଥାନକୁ ନେବା ଉପରେ ଆମର ଦୃଷ୍ଟିନିବଦ୍ଧ ରହିଛି। ଏପରିକି ଆମେ ପୂର୍ଣ୍ଣ ନିଶ୍ଚିତଯେ ଏହି ଷ୍ଟୋରଗୁଡିକ ସମ୍ବଲପୁର ଏବଂ ବ୍ରହ୍ମପୁରର ଟେକ୍‌ ପ୍ରେମୀ ନାଗରିକମାନଙ୍କ ନିମନ୍ତେ ପ୍ରିୟ ଆପଲ୍‌ ସ୍ଥଳ ହେବ ବୋଲି ଡୁଗର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?