ମାରୁତି ସୁଜୁକି ସହ ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କର ସହଭାଗିତା

ନୂଆଦିଲ୍ଲୀ,୧୪।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ ଏବଂ ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ଲିମିଟେଡ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ଜଣାପଡିଛି। ଏପରିକି ଉଭୟ କମ୍ପାନୀ ମଧ୍ୟରେ ଏକ ସହଭାଗିତା ହୋଇଛି। ଏହି ସହଭାଗିତାର ଏକ ଅଂଶ ଭାବେ ବ୍ୟାଙ୍କ ମାରୁତି ସୁଜୁକି ଗାଡି କିଣିବାକୁ ଚାହୁଁଥିବା ଗ୍ରାହକଙ୍କୁ ନୂତନ କାର୍‌ ଲୋନ, ପ୍ରି-ମାଲିକାନା କାର୍‌ ଲୋନ ଏବଂ ବାଣିଜି୍ୟକ ଯାନ ଲୋନ୍‌ ମଧ୍ୟରେ ବ୍ୟକ୍ତିଗତ ଆର୍ଥତ୍କ ବିକଳ୍ପ ପ୍ରଦାନ କରିବ। ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ଲିମିଟେଡ୍‌ ସହିତ ସର୍ବଶେଷ ସହଭାଗିତା ସହ ମାରୁତି ସୁଜୁକି ସମଗ୍ର ଦେଶରେ ଗ୍ରାହକଙ୍କ ପାଇଁ ବିଭିନ୍ନ ପ୍ରକାରର ଆର୍ଥତ୍କ ବିକଳ୍ପ ପ୍ରଦାନ ଜାରି ରଖିଛି।
ଏ ସମ୍ପର୍କରେ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌, ମାର୍କେଟିଂ ଆଣ୍ଡ ସେଲ୍ସ, ବରିଷ୍ଠ କାର୍ଯ୍ୟନିର୍ବାହୀ ଅଧିକାରୀ ଶଶାଙ୍କ ଶ୍ରୀବାସ୍ତବ କହିଛନ୍ତି, ଆମର ମୂଲ୍ୟବାନ୍‌ ଗ୍ରାହକଙ୍କ ପାଇଁ ଲାଭଜନକ ଆର୍ଥତ୍କ ସମାଧାନ ପ୍ରଦାନ କରିବାକୁ ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ସହିତ ଆମର ସହଭାଗିତା ଘୋଷଣା କରି ଆମେ ଆନନ୍ଦିତ। ସେହିଭଳି ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କର ସିଓଓ ମାଧିଭାନନ ବାଲାକ୍ରିଷ୍ଣନ କହିଛନ୍ତି,କଷ୍ଟୋମାଇଜ୍‌ ଏବଂ ଅଭିନବ ଲୋନ୍‌ ଅଫର ମାଧ୍ୟମରେ ଗ୍ରାହକଙ୍କ ଗାଡି କ୍ରୟ ଏବଂ ଆର୍ଥତ୍କ ଅଭିଜ୍ଞତାକୁ ସୁବିଧା କରିବା ପାଇଁ ମାରୁତି ସୁଜୁକି ସହିତ ସହଭାଗୀ ହୋଇ ଆମେ ବେଶ୍‌ ଆନନ୍ଦିତ।


Enter your email to get our daily news in your inbox.

All Right Reserved By Dharitri.Com

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri