ଏଥର ଛାଡ଼ିବୁନି : ଅଙ୍ଗନଓ୍ବାଡି କର୍ମୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ବର୍ଷ ତଳେ ରାଜରାସ୍ତାକୁ ଓହ୍ଲାଇଥିଲୁ । ଆନ୍ଦୋଳନ କରିଥିଲୁ। ଦାବି ପୂରଣ କରିବାକୁ ନେହୁରା ହୋଇଥିଲୁ। ଆମକୁ ଆଶ୍ୱାସନା ଦେଇ ଉଠାଇଦେଲେ। କିଛି ପୂରଣ କଲେ, କିଛି ଭୁଲିଗଲେ। ହେଲେ ଏଥର ଛାଡ଼ିବୁନି ଭଲରେ ଭଲରେ ଆମ ଦାବି ନ ମାନିଲେ ଆମ ହକ ଛଡ଼ାଇ ନେବୁ। ଆଗକୁ ପଞ୍ଚାୟତ ନିର୍ବାଚନ । ମୁହଁତୋଡ଼ ଜବାବ ଦେବୁ। ଏପରି କହି ଆଜି ବିଧାନ ସଭା ସମ୍ମୁଖରେ ଗର୍ଜିଛନ୍ତି ଅଙ୍ଗନଓ୍ବାଡି କର୍ମୀ । ୩ ଦଫା ଦାବି ପୂରଣ ନେଇ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିଜ ୱାର୍କର୍ସ ଆସୋସିଏଶନ । ଭାରତୀୟ ମଜଦୁର ସଂଘ ମଧ୍ୟ ଏଥିରେ ସାମିଲ ହୋଇଛି । ହଜାର ହଜାର ସଂଖ୍ୟାରେ ଅଙ୍ଗନୱାଡି କର୍ମୀ ମାଷ୍ଟରକ୍ୟାଣ୍ଟିନ୍ଠାରୁ ବିଧାନସଭା ପର୍ଯ୍ୟନ୍ତ ରାସ୍ତା ଉପରେ ବସି ନିଜ ଦାବି ପୂରଣ ପାଇଁ ଆରମ୍ଭ କରିଛନ୍ତି ଜୋରଦାର ଲଢ଼େଇ। ଏଥର ଖାଲି ହାତରେ ଯିବେନି, ନିଜ ଦାବି ପୂରଣ ହେବା ପରେ ହିଁ ରାଜଧାନୀ ଛାଡ଼ି ଗାଁ ମୁହାଁ ହେବେ ବୋଲି ପଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri