Posted inଜାତୀୟ

ମାଓବାଦୀଙ୍କ ଦ୍ୱାରା ଆଇଇଡି ବ୍ଲାଷ୍ଟ: ଯବାନ ଆହତ

ରାଜନନ୍ଦଗାଁଓ,୧୮।୪: ଛତିଶଗଡ଼ର ରାଜନନ୍ଦଗାଁଓ ନିକଟରେ ମାଓବାଦୀଙ୍କ ଦ୍ୱାରା ଗୁରୁବାର କରାଯାଇଥିବା ଆଇଇଡି ବିସ୍ଫୋରଣରେ ଆଇଟିବିପିର ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। କନଷ୍ଟେବଳ ମାନ ସିଂ ନାମକ ଏହି ଯବାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଆଟିବିପିର ରୋଡ ଓପନିଂ ପାର୍ଟି ସମୟରେ ସକାଳ ପ୍ରାୟ ୧୧ଟାରେ ମାଓବାଦୀଙ୍କ ଦ୍ୱାରା ଏହି ବିସ୍ଫୋରଣ କରାଯାଇଥିଲା। ଗୋଟିଏ ପଟେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନକୁ ନେଇ ଦେଶର ପରିବେଶ ସରଗରମ ଥିବା ବେଳେ ଅନ୍ୟପଟେ ଏହି ମାଓ ହମ୍‌ଲା ସାଧାରଣ ଜନତାଙ୍କୁ ଏକ ପ୍ରକାର ଡରାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri