Posted inଜାତୀୟ

ଆଇଇଡ଼ି ବିସ୍ଫୋରଣ: ୨ ଯବାନ ଶହୀଦ୍‌, ୩ ଗୁରୁତର

ରାଞ୍ଚି,୪।୩: ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲାରେ ମାଓବାଦୀଙ୍କ ଦ୍ୱାରା ପ୍ଲାଣ୍ଟ୍‌ କରାଯାଇଥିବା ଆଇଇଡ଼ି ବିସ୍ଫୋରଣରେ ୨ ଜଣ ଜାଗୁଆର ଯବାନ ଶହୀଦ୍‌ ହୋଇଛନ୍ତି। ଏହି ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ହୋୟାତୁ ଗାଁରେ ପୂର୍ବାହ୍ନ ୮ଟା ୪୫ରେ ଏଭଳି ଘଟିଛି। ଆହତ ଯବାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ରାଜ୍ୟ ପୋଲିସ ବାହିନୀର ୨ ଜଣ ଯବାନ ଥିବାବେଳେ ସିଆର୍‌ପିଏଫ୍‌ ୧୯୭ ବାଟାଲିୟନର ଜଣେ ଯବାନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri