Posted inଜାତୀୟ

ଛତିଶଗଡ଼ରେ ଆଇଇଡି ବିସ୍ଫୋରଣ

ବଳରାମପୁର,୨୩।୪: ଝାଡଖଣ୍ଡ-ଛତିଶଗଡ଼ ସୀମାରେ ଥିବା ବନ୍ଦରଚୁଆ ନିକଟରେ ମଙ୍ଗଳବାର ସକାଳେ ଏକ ଆଇଇଡି ବିସ୍ଫୋରଣ ହୋଇଛି। ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଏହି ବିସ୍ଫୋରଣରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଏହି ଆଇଇଡି ବିସ୍ଫୋରଣ ହୋଇଥିବାରୁ ସମସ୍ତେ ଏକ ପ୍ରକାର ଭୟଭୀତ ହୋଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଅରଙ୍କୁ ପ୍ରେମ କରି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ,ଏମିତି ରଚିଥିଲେ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୦ା୭: ଦିଲ୍ଲୀରେ ଦିଅରଙ୍କ ସହ ପ୍ରେମ ସମ୍ପର୍କ ରଖିଥିବା ଜଣେ ମହିଳା ତାଙ୍କ ସ୍ବାମୀଙ୍କୁ ହତ୍ୟା କରିଥିବା ତଦନ୍ତରୁ ଜଣାପଡ଼ିଛି। ମୃତକ କରନ ଦେବ (୩୬)ଙ୍କୁ...

ଶିକ୍ଷାନୁଷ୍ଠାନରେ ଛାତ୍ରୀ ଅସୁରକ୍ଷିତ

ଲକ୍ଷ୍ନୌ/ଗ୍ରେଟର ନଏଡା,୨୦ା୭: ୟୁପି ରାଜଧାନୀ ଲକ୍ଷ୍ନୌସ୍ଥିତ ଏକ ସ୍କୁଲରେ ୪ ବର୍ଷୀୟା ଝିଅ ଜଣକ ପାଠ ପଢ଼ନ୍ତି। ଭ୍ୟାନ୍‌ ଡ୍ରାଇଭର ମହମ୍ମଦ ଆରିଫ୍‌ ଅନ୍ୟ ପିଲାଙ୍କ...

ଅଗଷ୍ଟ ୧ ପୂର୍ବରୁ ଭାରତକୁ ଏହି ଗୁଡ୍‌ନ୍ୟୁଜ୍‌ ଦେବ ଆମେରିକା! ଭାରତବାସୀଙ୍କ ପାଇଁ ହେବ ଖୁସିଖବର

ନୂଆଦିଲ୍ଲୀ,୨୦।୭: ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ଖୁବ ଶୀଘ୍ର ସ୍ଥିର ହୋଇପାରେ। ନିକଟରେ ପଞ୍ଚମ ପର୍ଯ୍ୟାୟ ଆଲୋଚନା ମଧ୍ୟ ସମାପ୍ତ ହୋଇଥିଲା। ଏଥିରେ...

ହାତୀ ପଲକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ୩ ଜୀବନ

ରାଞ୍ଚି,୧୯ା୭: ପଶ୍ଚିମବଙ୍ଗ-ଝାଡ଼ଖଣ୍ଡ ସୀମା ଅନ୍ତର୍ଗତ ରେଳଲାଇନ ଅତିକ୍ରମ କରୁଥିବା ହାତୀ ପଲକୁ ଶନିବାର ଜନଶତାବ୍ଦୀ ଏକ୍ସପ୍ରେସ୍‌ ଧକ୍କା ଦେବାରୁ ୩ ହାତୀଙ୍କ ମୃତ୍ୟୁ ଘଟିଛି। ପଶ୍ଚିମବଙ୍ଗର...

ହିନ୍ଦୁଙ୍କୁ ନେଇ ବଡ଼ ବୟାନ ଦେଲେ କିରେନ ରିଜିଜୁ

ନୂଆଦିଲ୍ଲୀ,୧୯।୭: ଏକ ଆଲୋଚନା ସମୟରେ କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର ଏବଂ ସଂଖ୍ୟାଲଘୁମାନେ ଏହି ଦେଶରେ ସବୁଠାରୁ...

ମୋଦି ୪୨ ଦେଶ ବୁଲିପାରୁଛନ୍ତି ହେଲେ ମଣିପୁର ଯାଇପାରୁ ନାହାଁନ୍ତି, ପ୍ରଧାନମନ୍ତ୍ରୀଙ୍କୁ କଟାକ୍ଷ କଲେ ମଲ୍ଲିକାର୍ଜୁନ

ନୂଆଦିଲ୍ଲୀ,୧୯।୭: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର କର୍ନାଟକର ମୈସୁରୁରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ...

ପ୍ରଫେସର ଦେଉଥିଲେ ନିର୍ଯାତନା ସହି ନ ପାରି ଏମିତି ନୋଟ ଲେଖି ଚରମ ନିଷ୍ପତ୍ତି ନେଲେ ଡାକ୍ତରୀ ଛାତ୍ରୀ

ନୂଆଦିଲ୍ଲୀ,୧୯।୭: ଗ୍ରେଟର ନୋଏଡାର ନଲେଜ ପାର୍କ ଥାନା ଅଞ୍ଚଳରେ ଥିବା ଶାରଦା ବିଶ୍ୱବିଦ୍ୟାଳୟର ହଷ୍ଟେଲରେ ଜଣେ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ଏବେ ଶିକ୍ଷକ-ଛାତ୍ରୀଙ୍କ ସମ୍ପର୍କକୁ...

ସେକ୍ସ ଓ୍ବାର୍କର ପାଇଁ ମନା କରିବାରୁ ପ୍ରେମିକାଙ୍କୁ ମା’ ଭାଇଙ୍କ ସାମ୍ନାରେ ଏମିତି କଲେ ପ୍ରେମିକ

ବିଜୟଓ୍ବାଡା,୧୯।୭: ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଏକ ଲୋମଟାଙ୍କୁରା ଖବର ଆସିଛି, ଯେଉଁଠାରେ ଜଣେ ପୁରୁଷ ତାଙ୍କ ଲିଭ-ଇନ ପାର୍ଟନରଙ୍କୁ ହତ୍ୟା କରିଛନ୍ତି। କୁହାଯାଉଛି ଯେ ମହିଳା ପାର୍ଟନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri