Posted inଜାତୀୟ

ରାଜୌରିରେ ପୁଣି ବିସ୍ଫୋରଣ: ଜଣେ ଶିଶୁ ମୃତ, ୪ ଆହତ

ଶ୍ରୀନଗର,୨।୧: ଜମ୍ମୁ ଡିଭିଜନର ରାଜୋରୀ ଜିଲାର ଡାଙ୍ଗ୍ରି ଅଞ୍ଚଳରେ ଆଇଇଡି ବିସ୍ଫୋରଣ ହୋଇଛି। ଏଥିରେ ଜଣେ ଶିଶୁଙ୍କର ମୃତ୍ୟୁ ଘଟିବା ସହ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନା ନିଆଯାଇଛି। ୨୪ ଘଣ୍ଟା ମଧ୍ୟରେ ଡାଙ୍ଗ୍ରି ଅଞ୍ଚଳରେ ଏହା ହେଉଛି ଦ୍ୱିତୀୟ ପ୍ରମୁଖ ଘଟଣା। ଏହାପୂର୍ବରୁ ରବିବାର ଆତଙ୍କବାଦୀମାନେ ତିନୋଟି ଭିନ୍ନ ଘରକୁ ରବିବାର ଟାର୍ଗେଟ କରିଥିଲେ। ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରଠାରୁ ସେନା କର୍ମଚାରୀମାନେ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେଶନରେ ନିୟୋଜିତ ଅଛନ୍ତି।
ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ରାଜୌରିରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଛନ୍ତି। ଏହି ଆକ୍ରମଣରେ ମୃତ୍ୟୁ ହୋଇଥିବା ପ୍ରତ୍ୟେକ ସାଧାରଣ ନାଗରିକଙ୍କ ନିକଟ ସମ୍ପର୍କୀୟଙ୍କୁ ୧୦ ଲକ୍ଷ ଟଙ୍କା ଏବଂ ସରକାରୀ ଚାକିରି ଦିଆଯିବ। ଗୁରୁତର ଆହତମାନଙ୍କୁ ୧ ଲକ୍ଷ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri