ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋସକଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘୋଷଣା କରିଛନ୍ତି।

ଏଥିସହିତ ଧାନର ସର୍ବନିମ୍ନ ଦର ୩୧ ଟଙ୍କା, ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ ଦିଆଯିବ, କେନ୍ଦୁପତ୍ରର ମୂଲ୍ୟ ବୃଦ୍ଧି କରାଯାଇ ବିଡା ପ୍ରତି ୨ଟଙ୍କା ମୂଲ୍ୟ ଧାର୍ଯ୍ୟ କରାଯିବା ଭଳି ଘୋଷଣା କରିଛନ୍ତି। ସେହିଭଳି ତୋଳାଳୀ ଓ ବନ୍ଦାଳୀ ମାନଙ୍କୁ ଅଧିକ ବନୋସ ଦିଆଯିବ । ରାଜ୍ୟର ସବୁ ଗରିବଙ୍କୁ ଘର ଦିଆଯିବ । ସୋଲାର ଏନର୍ଜୀ ମଧ୍ୟ ଯୋଗାଇ ଦିଆଯିବ । ରାଜ୍ୟରେ ଦେଶୀ ମଦକୁ ସମ୍ପୂର୍ଣ୍ଣ ଭାବେ ନିଶିଦ୍ଧ କରାଯିବ ।

ଓଡିଶାରେ ଦୁଇଦିନ ତଳେ ପ୍ରଧାନମନ୍ତ୍ରୀ ମୋଦୀ ଦେଇଥିବା ଗ୍ୟାରେଣ୍ଟିକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ ବୋଲି ଆଜି ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ବିଜେପିର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋସକଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri