Posted inଜାତୀୟ

ପଞ୍ଜାବ ବିଧାନସଭା ନିର୍ବାଚନ: କଂଗ୍ରେସ ଜିତିଲେ ସିଦ୍ଧୁ ହେବେ ସୁପର ସିଏମ୍‌

ଚଣ୍ଡିଗଡ଼,୧୨ ।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିକଟରେ ବିଧାନସଭା ନିର୍ବାଚନକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିଛନ୍ତି । ଏହି ଘୋଷଣାର କିଛିଦିନ ପରେ ଏବେ ଦଳର ଏମ୍‌ପି ରବନୀତ ସିଂ ବିଟ୍ଟୁ ଦାବି କରିଛନ୍ତି କି ପଞ୍ଜାବରେ ଯଦି କଂଗ୍ରେସ ସରକାର ଗଠନ କରେ ତେବେ ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁଙ୍କୁ ‘ସୁପର ସିଏମ୍‌’ ପଦ ମିଳିବ । କଂଗ୍ରେସ ନେତା କହିଛନ୍ତି ଆଗାମୀ ନିର୍ବାଚନ ଲାଗି ଚନ୍ନିଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣାକୁ ସିଦ୍ଧୁ ସ୍ୱାଗତ କରିଛନ୍ତି । ଏହାକୁ ନେଇ ସିଦ୍ଧୁ କୌଣସି ପ୍ରଶ୍ନ ବି ଉଠାଇ ନାହାନ୍ତି ।
ବିଟ୍ଟୁ ଆହୁରି ମଧ୍ୟ କହିଛନ୍ତି ପଞ୍ଜାବର ସାଧାରଣ ଜନତା ଚନ୍ନିଙ୍କ ବିଜୟକୁ ନେଇ ପ୍ରାର୍ଥନା କରୁଛନ୍ତି । ପଞ୍ଜାବର ସମସ୍ତ ଗରିବ ଗୁରୁଦ୍ୱାର ଓ ମନ୍ଦିରରେ ଚନ୍ନିଙ୍କ ପାଇଁ ପ୍ରାର୍ଥନା କରୁଛନ୍ତି । ଗରିବ କହୁଛନ୍ତି ଯଦି ଚନ୍ନି ସରକାର ପୁଣି ଶାସନ କ୍ଷମତା ପାଏ ତେବେ ଆମର ପିଲାମାନେ ପାଠ ପଢିପାରିବେ ଓ ମୁଖ୍ୟମନ୍ତ୍ରୀ ହେବାର ସ୍ୱପ୍ନ ଦେଖିପାରିବେ । ଲୋକେ ଚନ୍ନିଙ୍କୁ ନିର୍ବାଚନ ଦିନ ଉତ୍ସବ ଭଳି ଭୋଟ ଦେବେ, ଏହାକୁ ନେଇ ଏବେଠାରୁ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଆମ ଆଦମୀ ପାର୍ଟି) ଡରି ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?