ଧର୍ମେନ୍ଦ୍ର ଚାହୁଁ ନ ଥିଲେ ହେମାମାଳିନୀ ରାଜନୀତି କରନ୍ତୁ….

ବଲିଉଡ ଭେଟେରାନ ଅଭିନେତା ଧର୍ମେନ୍ଦ୍ରଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ଆଉ କେଇଟା ଦିନ ପରେ ଡିସେମ୍ବର ୮ରେ ସେ ତାଙ୍କର ଜନ୍ମଦିନ ପାଳନ କରିଥାନ୍ତେ। ଧର୍ମେନ୍ଦ୍ର ତାଙ୍କର ଚମତ୍କାର ଅଭିନୟ କରି ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ଦେଶ ତଥା ବିଦେଶରେ ତାଙ୍କର ବହୁତ ପ୍ରଶଂସକ ଅଛନ୍ତି। ସେ ଅନେକ ଫିଲ୍ମରେ ତାଙ୍କ ଅଭିନୟର ଯାଦୁ ଦେଖାଇଛନ୍ତି। ତେବେ ତାଙ୍କ ବ୍ୟକ୍ତିଗତ ଜୀବନ ଏକ ଚଳଚ୍ଚିତ୍ରଠାରୁ କିଛି କମ୍‌ ନ ଥିଲା।

ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ତେବେ ସେ ନିର୍ବବାଚନ ଲଢିବାକୁ ତାଙ୍କ ସ୍ବାମୀ ତଥା ବଲିଉଡ୍‌ ଭେଟେରାନ ଅଭିନେତା ଧର୍ମେନ୍ଦ୍ର ପସନ୍ଦ କରୁ ନ ଥିଲେ। ଏନେଇ ଏକ ସାକ୍ଷାତକାରରେ ହେମାମାଳିନୀକହିଥିଲେ। ସେ ରାଜନୀତିରେ ଯୋଗଦିଅନ୍ତୁ ବୋଲି ଧର୍ମେନ୍ଦ୍ର ଚାହୁଁ ନ ଥିବା ଏକ ସାକ୍ଷାତ୍କାର ଦେବା ସମୟରେ ହେମାମାଳିନୀ କହଥିଲେ। ରାଜନୀତି କରିବାକୁ ଧର୍ମେନ୍ଦ୍ର ପସନ୍ଦ କରୁ ନ ଥିବା ସେ କହିଥିଲେ। ନିର୍ବଚନ ଲଢ଼ିବା ଏକ କଷ୍ଟସାଧ୍ୟ କାର୍ଯ୍ୟ କହି ଧର୍ମେନ୍ଦ୍ର ତାଙ୍କୁ ନିର୍ବାଚନରେ ଲଢ଼ିବାକୁ ମନା କରିଥିଲେ। ତେବେ ଧର୍ମେନ୍ଦ୍ରଙ୍କର ଏହି ଉକ୍ତିକୁ ଏକ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଥିବା ହେମାମାଳିନୀ କହିଥିଲେ। ନିର୍ବାଚନ ଲଢିବା ସମୟରେ ସାଧାରଣତଃ ତାଙ୍କୁ ବହୁଳ ଭାବେ ଯାତ୍ରା କରିବାକୁ ପଡ଼ିଥାଏ। ତେଣୁ ସେ କେତେକାଂଶରେ ଅସୁବିଧାର ସମ୍ମୁଖୀନ ହେଉଥିବା ସ୍ବୀକାର କରିଛନ୍ତି। ତଥାପି ମଧ୍ୟ ଲୋକଙ୍କ ପାଇଁ କାର୍ଯ୍ୟକରି ବହୁ ଆତ୍ମସନ୍ତୋଷ ମିଳୁଥିବା ସେକହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri