ଧର୍ମେନ୍ଦ୍ର ଚାହୁଁ ନ ଥିଲେ ହେମାମାଳିନୀ ରାଜନୀତି କରନ୍ତୁ….

ବଲିଉଡ ଭେଟେରାନ ଅଭିନେତା ଧର୍ମେନ୍ଦ୍ରଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ଆଉ କେଇଟା ଦିନ ପରେ ଡିସେମ୍ବର ୮ରେ ସେ ତାଙ୍କର ଜନ୍ମଦିନ ପାଳନ କରିଥାନ୍ତେ। ଧର୍ମେନ୍ଦ୍ର ତାଙ୍କର ଚମତ୍କାର ଅଭିନୟ କରି ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ଦେଶ ତଥା ବିଦେଶରେ ତାଙ୍କର ବହୁତ ପ୍ରଶଂସକ ଅଛନ୍ତି। ସେ ଅନେକ ଫିଲ୍ମରେ ତାଙ୍କ ଅଭିନୟର ଯାଦୁ ଦେଖାଇଛନ୍ତି। ତେବେ ତାଙ୍କ ବ୍ୟକ୍ତିଗତ ଜୀବନ ଏକ ଚଳଚ୍ଚିତ୍ରଠାରୁ କିଛି କମ୍‌ ନ ଥିଲା।

ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ତେବେ ସେ ନିର୍ବବାଚନ ଲଢିବାକୁ ତାଙ୍କ ସ୍ବାମୀ ତଥା ବଲିଉଡ୍‌ ଭେଟେରାନ ଅଭିନେତା ଧର୍ମେନ୍ଦ୍ର ପସନ୍ଦ କରୁ ନ ଥିଲେ। ଏନେଇ ଏକ ସାକ୍ଷାତକାରରେ ହେମାମାଳିନୀକହିଥିଲେ। ସେ ରାଜନୀତିରେ ଯୋଗଦିଅନ୍ତୁ ବୋଲି ଧର୍ମେନ୍ଦ୍ର ଚାହୁଁ ନ ଥିବା ଏକ ସାକ୍ଷାତ୍କାର ଦେବା ସମୟରେ ହେମାମାଳିନୀ କହଥିଲେ। ରାଜନୀତି କରିବାକୁ ଧର୍ମେନ୍ଦ୍ର ପସନ୍ଦ କରୁ ନ ଥିବା ସେ କହିଥିଲେ। ନିର୍ବଚନ ଲଢ଼ିବା ଏକ କଷ୍ଟସାଧ୍ୟ କାର୍ଯ୍ୟ କହି ଧର୍ମେନ୍ଦ୍ର ତାଙ୍କୁ ନିର୍ବାଚନରେ ଲଢ଼ିବାକୁ ମନା କରିଥିଲେ। ତେବେ ଧର୍ମେନ୍ଦ୍ରଙ୍କର ଏହି ଉକ୍ତିକୁ ଏକ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଥିବା ହେମାମାଳିନୀ କହିଥିଲେ। ନିର୍ବାଚନ ଲଢିବା ସମୟରେ ସାଧାରଣତଃ ତାଙ୍କୁ ବହୁଳ ଭାବେ ଯାତ୍ରା କରିବାକୁ ପଡ଼ିଥାଏ। ତେଣୁ ସେ କେତେକାଂଶରେ ଅସୁବିଧାର ସମ୍ମୁଖୀନ ହେଉଥିବା ସ୍ବୀକାର କରିଛନ୍ତି। ତଥାପି ମଧ୍ୟ ଲୋକଙ୍କ ପାଇଁ କାର୍ଯ୍ୟକରି ବହୁ ଆତ୍ମସନ୍ତୋଷ ମିଳୁଥିବା ସେକହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ…

ନିର୍ବାଚନ କମିଶନରଙ୍କ ନୂଆ ନିୟମ, ରାତିରେ ବାଇକ ଚଳାଇବା ଉପରେ ଲାଗିଲା ବ୍ୟାନ୍

କୋଲକାତା,୨୧।୪: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ନିର୍ବାଚନ କମିଶନର ବ୍ୟାନ କରିଛନ୍ତି । ଏହା ସହିତ ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ…

ବ୍ରିଚ କାଣ୍ଡି ହସ୍ପିଟାଲରେ ଭର୍ତ୍ତି ହେଲେ NCP ଅଧ୍ୟକ୍ଷ

ମୁମ୍ବାଇ,୨୧।୪: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP)ର ଅଧ୍ୟକ୍ଷ ଏବଂ ରାଜ୍ୟ ସଭା ଏମପି ଶରଦ ପାୱାରଙ୍କୁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ…

ମୁଁ ନିଜକୁ ଅସହଜ ମନେ କରୁଛି….ମୈଥିଲିଙ୍କ ଚାଞ୍ଚଲ୍ୟକର ବୟାନ

କୋଲକାତା,୨୧।୪:ଭାଜପା ବିଧାୟକ ମୈଥିଲି ଠାକୁର ବଙ୍ଗଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ହୁଗଲି (ପଶ୍ଚିମବଙ୍ଗ)କୁ ନିର୍ବାଚନ ପ୍ରଚାର ପାଇଁ ଆସିଛନ୍ତି। ବଙ୍ଗଳାରେ ପହଞ୍ଚିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri