Posted inଜାତୀୟ

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଅମେଠିରୁ ରାହୁଲ ୩ ଥର ଲୋକ ସଭାକୁ ନିର୍ବାଚିତ ହୋଇଥିବାବେଳେ ୨୦୧୯ରେ ଭାଜପା ନେତ୍ରୀ ସ୍ମୃତି ଇରାନୀଙ୍କଠାରୁ ହାରିଯାଇଥିଲେ। ଏଥର ସେ ଅମେଠି ପରିବର୍ତ୍ତେ ତାଙ୍କ ମାଆଙ୍କ ଆସନ ରାଏବରେଲିରୁ ନିର୍ବାଚନ ଲଢ଼ୁଛନ୍ତି। ଯଦି ରାଏବରେଲିରେ ୧୦ ଟଙ୍କାର ବିକାଶମୂଳକ କାମ ହୁଏ, ଅମେଠିରେ ମଧ୍ୟ ସମାନ ପରିମାଣର ବିକାଶ କରାଯିବ ବୋଲି ରାହୁଲ ପ୍ରତିଶ୍ରୁତି ଦେଇଛନ୍ତି। ଅମେଠିରେ କଂଗ୍ରେସ ପ୍ରାର୍ଥୀ କେ.ଏଲ୍‌. ଶର୍ମାଙ୍କ ସମର୍ଥନରେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସହ ରାହୁଲ ମିଳିତ ରାଲିରେ ଉଦ୍‌ବୋଧନ ଦେଇଥିଲେ। କଂଗ୍ରେସ କେନ୍ଦ୍ରରେ କ୍ଷମତାକୁ ଆସିଲେ ପ୍ରତ୍ୟେକ ଯୁବତୀଯୁବକଙ୍କୁ ମାସିକ ୮,୫୦୦ ଟଙ୍କା ଯୋଗାଇ ଦିଆଯିବ ବୋଲି ରାହୁଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ଜଣେ ଶିକ୍ଷକରେ ଚାଲୁଥିବା ସ୍କୁଲ୍‌ ପାଇଁ ଆସିଲା ବଡ଼ ନିର୍ଦ୍ଦେଶ: ଏଣିକି ହେବ…

ଭୁବନେଶ୍ୱର,୮।୮: ରାଜ୍ୟରେ ଜଣେ ମାତ୍ର ଶିକ୍ଷକରେ ଚାଲୁଥିବା ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଅଭାବ ଦୂର କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏଭଳି ବିଦ୍ୟାଳୟଗୁଡ଼ିକୁ ଚିହ୍ନଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri