ଆତ୍ମସମର୍ପଣ କଲେ ମାଓବାଦୀଙ୍କୁ ଯୋଗାଇ ଦିଆଯିବ ଚିକିତ୍ସା

ମାଲକାନଗିରି,୯ା୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାର ବିଭିନ୍ନ ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀମାନେ ମଧ୍ୟ କରୋନା କବଳରୁ ମୁକୁଳି ପାରିନାହାନ୍ତି। ୫୦ରୁ ଊର୍ଦ୍ଧ୍ୱ ମାଓବାଦୀ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏପରି କି ୨୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଥିବା ମାଓବାଦୀ ନେତ୍ରୀ ସୁଜାତା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ସେମାନେ ଆତ୍ମସମର୍ପଣ କଲେ ସେମାନଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ବୋଲି ଦାନ୍ତଓ୍ବୋଡ଼ା ଏସ୍‌ପି ଅଭିଷେକ ପଲ୍ଲଭ କହିଛନ୍ତି। ମାଓବାଦୀମାନେ ଆଭ୍ୟନ୍ତରୀଣ ଗ୍ରାମ ଓ ଜଙ୍ଗଲଗୁଡ଼ିକରେ ଏକତ୍ରିତ ହୋଇ ରହୁଛନ୍ତି। ଯଦି ସେମାନେ ସତର୍କ ନ ହେବେ ସଂକ୍ରମଣ ଆହୁରି ବୃଦ୍ଧି ପାଇବ। ଏହାର ପ୍ରଭାବ ଗ୍ରାମାଞ୍ଚଳ ଲୋକଙ୍କ ଉପରେ ପଡ଼ିବ ବୋଲି ଏସ୍‌ପି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ଯାଉଛନ୍ତି ସର୍ବାଧିକ ଶ୍ରମିକ: ସ୍ବାଭାବିକ ହେଉଛି ସ୍ଥିତି, କର୍ମସ୍ଥଳୀମୁହାଁ ପ୍ରବାସୀ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ୁଥିଲେ ମଧ୍ୟ ଜୀବନଜୀବିକା ଓ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏକ୍ଷେତ୍ରରେ ଧୀରେ ଧୀରେ ସ୍ଥିତି...

ବାଲ୍ୟବିବାହ ପ୍ରଥା ରୋକିବାକୁ ପ୍ରଭାସିନୀଙ୍କ ପ୍ରୟାସ

ପାଠପଢ଼ାରେ ସେ ପାରଙ୍ଗମ ଥିଲେ। ଶ୍ରେଣୀରେ ପ୍ରଥମ ବି ହେଉଥିଲେ। କିନ୍ତୁ ମାତାପିତାଙ୍କ ଭିନ୍ନ ମାନସିକତା ଯୋଗୁ ତାଙ୍କୁ ପାଠପଢ଼ା ଅଧାରୁ ଛାଡ଼ିବାକୁ ପଡ଼ିଥିଲା। ମାତ୍ର...

୪୦ ବିହାରୀ ଶ୍ରମିକ ଉଦ୍ଧାର

ଓଡ଼ାପଡ଼ା,୧ା୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅନ୍ତର୍ଗତ ୫୫ନଂ. ଜାତୀୟ ରାଜପଥର ହିନ୍ଦୋଳ ରୋଡ୍‌ ଛକରୁ ଗୁରୁବାର ୪୦ଜଣ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରିଛି।...

୩ ସ୍କୁଲରେ ଶୂନ ରେଜଲ୍ଟ,୧୧୭୦ରେ ସବୁ ପାସ୍‌

କଟକ ଅଫିସ,୬।୭: ବୁଧବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ...

୨୮,୯୭୬ ପିଲାଙ୍କୁ ଦିଆଯିବ ଜାପାନୀ ଜ୍ୱର ଟୀକା

ଭଣ୍ଡାରିପୋଖରୀ, ୨୪।୧୦ (ଡି.ଏନ.ଏ.)- ଭଣ୍ଡାରିପୋଖରୀ ବ୍ଲକ ବନ୍ଦାଳୋ ମଢିଆଳି ପଞ୍ଚାୟତ ମଢିଆଳି ଗ୍ରାମର ଜଣେ କଲେଜ ଛାତ୍ର ଜାପାନୀ ଜ୍ୱରରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ...

ପୋଲ ଭାଙ୍ଗି ୫୦ରୁ ଊର୍ଦ୍ଧ୍ୱ ଗାଁ ବାହ୍ୟ ଜଗତରୁ ଛିନ୍ନ

ନୂଆପଡା ଅଫିସ:୧୦।୦୮: ନୂଆପଡା ଜିଲା ସଦର ମହକୁମାଠାରୁ ଛତିଶଗଡ ରାଜ୍ୟକୁ ସଂଯୋଗ କରୁଥିବା ଜୋଙ୍କ ନଦୀ ପୋଲ ସାରାବଙ୍ଗଠାରେ ଭାଙ୍ଗିଯାଇଛି। ପୋଲଟି ଭାଙ୍ଗିଯିବାରୁ ୫୦ରୁ ଊର୍ଦ୍ଧ୍ୱ...

କପିଳାସରେ ୫୦ ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ,୧୩ା୧୧- ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସଠାରେ କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ମଙ୍ଗଳବାର ପ୍ରବଳ ଜନ ସମାଗମ ଲାଗିରହିଥିଲା। ସକାଳୁ ଅପରାହ୍ନ ପର୍ଯ୍ୟନ୍ତ ପ୍ରାୟ ୫୦...

ପରୀ ହତ୍ୟା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ):ନୟାଗଡ଼ ଜିଲା ଯଦୁପୁର ଗ୍ରାମର ଅଶୋକ ସାହୁ ଏବଂ ସୌଦାମିନୀ ସାହୁଙ୍କ ୫ ବର୍ଷର ଝିଅ ପରୀ ହତ୍ୟା ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରିବ।...

Advertisement
Archives

Model This Week