‘ରାଷ୍ଟ୍ରପତି ହୋଇ ଆସିଲେ ମୁସଲିମ ଦେଶର ନେତାଙ୍କ ଉପରେ ପୁଣି ବ୍ୟାନ ଲଗାଇବି’-ଡୋନାଲ୍ଡୋ ଟ୍ରମ୍ପ

ନୂଆଦିଲ୍ଲୀ,୨୯/୧୦: ଆମେରିକାର ପୂର୍ବତ୍ତନ ରାଷ୍ଟ୍ରପତି ଡୋନାଲ୍ଡୋ ଟ୍ରମ୍ପ ଶପଥ ନେଇଛନ୍ତି, ଯଦି ଦ୍ୱିତୀୟ ଥର ସେ ହ୍ୱାଇଟ ହାଉସକୁ ନିର୍ବାଚିତ ହୁଅନ୍ତି ତେବେ ସେ କିଛି ମୁସଲିମ ଦେଶର ନେତାଙ୍କ ଉପରେ ପ୍ରତିବନ୍ଧକ ଲଗାଇବେ। ଶନିବାର ରିପବ୍ଲିକାନ-ଇହୁଦୀ ଗଠବନ୍ଧନର ବାର୍ଷିକ ଶିଖର ସମ୍ମିଳନୀରେ ସମ୍ବୋଧନ କରିବା ଅବସରରେ ଲୋକମାନଙ୍କୁ ଟ୍ରମ୍ପ କହିଥିଲେ ଆପଣଙ୍କୁ ଯାତ୍ରୀ ପ୍ରତିବନ୍ଧକ ମାନେ ଅଛି ?

‘ଯଦି ରାଷ୍ଟ୍ରପତି ହୁଏ ତେବେ ପ୍ରଥମ ଦିନ, ମୁଁ ପ୍ରଥମ ଦିନ ପୁଣି ଠାରେ ଯାତ୍ରୀ ପ୍ରତିବନ୍ଧକ ଲାଗୁ କରିବି। ଆମେ ଯାତ୍ରୀ ପ୍ରତିବନ୍ଧକ ଲଗାଇଥିଲୁ କାରଣ ଆମେ ଚାହୁଁ ନଥିଲୁ କି ଯେଉଁମାନେ ଆମ ଦେଶକୁ ଉଡ଼ାଇବା ରେ ବିଶ୍ୱାସ କରନ୍ତି, ସେମାନେ ଆମ ଦେଶକୁ ନ ଆସନ୍ତୁ। ତାଙ୍କ ପ୍ରସନ ଦ୍ୱାରା ଲଗାଯାଇଥିବା ଏହି ପ୍ରତିବନ୍ଧକକୁ ଅଦ୍ଭୂତପୂର୍ବ ସଫଳତା ମିଳିଥିଲା।’

ରିପବ୍ଲିକ ପାର୍ଟି ପାଇଁ ରାଷ୍ଟ୍ରପତି ପ୍ରାର୍ଥୀ ଦୋୖଡରେ ଟ୍ରମ୍ପ ସବୁଠୁ ଆଗରେ ଚାଲିଛନ୍ତି। ଏହି ସମୟରେ ଟ୍ରମ୍ପ କହିଥିଲେ ଆମର ଚାରି ବର୍ଷ ଶାସନରେ କୌଣସି ଘଟଣା ଘଟି ନଥିଲା, କାରଣ ଆମେ ରଖିଥିଲୁ। ୨୦୧୭ ମସିହାରେ ଟ୍ରମ୍ପ ରାଷ୍ଟ୍ରପତି ଥିବା ସମୟରେ ଇରାନ,ଲିବ୍ୟା , ସୋମାଲିଆ, ସିରିୟା, ୟେମେନ ଏବଂ ଇରାକ ଏବଂ ସୁଦାନର କିଛି ନେତାଙ୍କ ଉପରେ ପ୍ରତିବନ୍ଧକ ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri