Posted inଖେଳ

ପ୍ରେମିକାଙ୍କ ବ୍ୟଥା: ମୋ ସନ୍ତାନ ଥିଲେ ଏବେ ବାବର ଆଜମଙ୍କୁ ବାପା ଡାକିଥାନ୍ତା

ଇସଲାମାବାଦ୍‌,୨୭।୧୦:ଆଜିକାଲି ପାକିସ୍ତାନ ଅଧିନାୟକ ବାବର ଆଜମ ଚର୍ଚ୍ଚାରେ ରହିଛନ୍ତି। ପାକିସ୍ତାନର ପ୍ରଥମ ଅଧିନାୟକ ଭାବେ ଦଳକୁ ବାବର ଭାରତ ବିପକ୍ଷରେ ବିଜୟୀ କରାଇଛନ୍ତି। କିନ୍ତୁ ବାବର ତାଙ୍କ ଖେଳକୁ ନେଇ ଯେତେ ଚର୍ଚ୍ଚାରେ ରହିଛନ୍ତି, ସେ ତାଙ୍କ ବ୍ୟକ୍ତିଗତ ଜୀବନକୁ ମଧ୍ୟ ଚର୍ଚ୍ଚାରେ ରହିଛନ୍ତି। ବାବର ଆଜମଙ୍କ ଜଣେ ପୁରୁଣା ଗର୍ଲଫ୍ରେଣ୍ଡ ବିରୋଧରେ ଅନେକ ଅଭିଯୋଗ କରିଥିଲେ ଏବଂ ବଡ ଖୁଲାସା କରିଥିଲେ।
ଆଜାମଙ୍କ ପୁରୁଣା ଗର୍ଲଫ୍ରେଣ୍ଡ ହାମିଜା ମୁଖର ଏକ ପାକିସ୍ତାନର ଖବରକାଗଜକୁ କହିଛନ୍ତ, ପାକିସ୍ତାନ ଅଧିନାୟକ ବାବର ଆଜାମ ତାଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ୧୦ ବର୍ଷ ପର୍ଯ୍ୟନ୍ତ ଯୌନ ଶୋଷଣ କରିଥିଲେ ଏବଂ ପରେ ଛାଡି ଦେଇଥିଲେ। ଏହା ବ୍ୟତୀତ ହାମିଜା ବାବରଙ୍କ ବିଷୟରେ ଅନେକ ବଡ ଅଭିଯୋଗ କରିଥିଲେ। ସେ ମଧ୍ୟ ତାଙ୍କ ସନ୍ତାନର ମା’ ହେବାକୁ ଯାଉଥିଲେ କିନ୍ତୁ ବାବର ତାଙ୍କ ପିଲାକୁ ହତ୍ୟା କରିବାକୁ କହିଥିଲେ। ଏବେ ମୋ ପିଲା ଥିଲେ ଆଜମଙ୍କୁ ବାପା ବୋଲି ଡାକିଥାନ୍ତା। ମୋ ହାତରେ ପବିତ୍ର କୋରାନ ଅଛି ଏବଂ ମୁଁ ଏହା ଉପରେ ହାତ ରଖି ଏହା କହୁଛି ଯେ ବାବର ଆଜମ ବିଷୟରେ ଯାହା କହିଥିଲି ତାହା ସମ୍ପୂର୍ଣ୍ଣ ସତ୍ୟ ଅଟେ। ମୁଁ ମିଛ କହି ଏଠାରେ ବଞ୍ଚିବି, କିନ୍ତୁ ମୁଁ ଆଲ୍ଲାଙ୍କ ଠାରୁ କେବେବି ରକ୍ଷା ପାଇ ପାରିବି ନାହିଁ ବୋଲି ହାମିଜା କହିଛନ୍ତି। ଏପରିକି ଏହି ମାମଲା କୋର୍ଟରେ ପହଞ୍ଚିଥିଲା। କିନ୍ତୁ ବାବର ଆଜମ ହାମିଜାକୁ ୨୦ ଲକ୍ଷ ଟଙ୍କା ନେଇ ପାଟି ବନ୍ଦ କରନ୍ତୁ ବୋଲି କହିଥିଲେ। ବାବର କ୍ରମାଗତ ଭାବରେ ପାଟି ବନ୍ଦ ରଖିବାକୁ ଧମକ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri