ସଂକ୍ରମିତ ହେଲେ ୭ ଦିନ ମିଳିବ ଛୁଟି

ଭୁବନେଶ୍ୱର,୨।୨(ବ୍ୟୁରୋ)-କୋଭିଡ୍‌-୧୯ ସଂକ୍ରମିତ ହେଲେ ସରକାରୀ କର୍ମଚାରୀଙ୍କୁ ୭ଦିନ ଛୁଟି ମିଳିବ। ଏହାଠାରୁ କର୍ମଚାରୀମାନେ ଯଦି ଅଧିକ ଦିନ ରହିବେ ତେବେ ସେମାନଙ୍କୁ ମେଡିକାଲ ସାର୍ଟିଫିକେଟ ଆଣିବାକୁ ପଡ଼ିବ। ସାଧାରଣ ପ୍ରଶାସନ ବିଭାଗ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ଜିଲା ପ୍ରଶାସନ, ବିଭିନ୍ନ ବିଭାଗ, ଆରଡିସି ଏବଂ ଜିଲାପାଳମାନଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି। ଏଥିସହିତ ୧୦୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଫେବୃୟାରୀ ପହିଲାରୁ ସରକାରୀ କାର୍ଯ୍ୟାଳୟ ଚାଲିବ। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଫେବୃୟାରୀ ମାସ ପାଇଁ ଜାରି କରାଯାଇଥିବା ଗାଇଡ୍‌ଲାଇନରେ ଏହା ଉଲ୍ଲେଖ କରାଯାଇଛି। ରାଜ୍ୟରେ କୋଭିଡ୍‌ ସଂକ୍ରମଣ ହ୍ରାସ ପାଉଥିବାରୁ ସତର୍କତାମୂଳକ ପଦକ୍ଷେପ ନେଇ ସରକାରୀ କାର୍ଯ୍ୟାଳୟଗୁଡ଼ିକ ପୂର୍ଣ୍ଣ ସାମର୍ଥ୍ୟରେ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ…

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri