Posted inଜାତୀୟ

ବିଧାୟକ ଯଦି ଉଦ୍ଧବଙ୍କୁ ଛାଡି ପାରୁଛନ୍ତି ତେବେ ଶିଳ୍ପ ପ୍ରକଳ୍ପ କାହିଁକି ମହାରାଷ୍ଟ୍ର ବାହାରକୁ ଯାଇ ପାରିବ ନାହିଁ, ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ…

ମୁମ୍ବାଇ,୧୪।୧୧ : ଭାରତୀୟ ଜନତା ପାର୍ଟିର ମହାରାଷ୍ଟ୍ର ୟୁନିଟ ସଭାପତି ଚନ୍ଦ୍ରଶେଖର ବାୱାନକୁଲେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ କଟାକ୍ଷ କରି ସେ କହିଛନ୍ତି ଯେ ଯଦି ତାଙ୍କୁ ନିଜ ଦଳର ବିଧାୟକମାନେ ଛାଡି ପାରୁଛନ୍ତି ତେବେ ଶିଳ୍ପ ପ୍ରକଳ୍ପ କାହିଁକି ରାଜ୍ୟ ବାହାରକୁ ଯାଇପାରିବ ନାହିଁ? ସାଙ୍ଗଲି ଜିଲା ଗସ୍ତ ସମୟରେ ବାୱାନକୁଲେ ଦଳର କାର୍ଯ୍ୟକର୍ତ୍ତା ତଥା ସ୍ଥାନୀୟ ନେତାମାନଙ୍କୁ ଭେଟିଥିଲେ। ଖବରଦାତାମାନଙ୍କ ସହ କଥାବାର୍ତ୍ତା ବେଳେ ସେ ଏପରି ବିବାଦୀୟ ବିବୃତ୍ତି ଦେଇଛନ୍ତି।

ଗୁଜରାଟକୁ ଯାଉଥିବା ବେଦାନ୍ତ-ଫକ୍ସକନ ଏବଂ ଟାଟା-ଏୟାରବସ ପ୍ରକଳ୍ପ ପାଇଁ ବିରୋଧୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କୁ ଦାୟୀ କରାଯାଉଛି ବୋଲି ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ସେ କହିଥିଲେ ଯେ ଯଦି ଉଦ୍ଧବ ଠାକରେଙ୍କ ବିଧାୟକମାନେ ତାଙ୍କୁ ଛାଡି ପାରିବେ, ତେବେ ମହାରାଷ୍ଟ୍ରରୁ ଶିଳ୍ପ କାହିଁକି ବାହାରକୁ ଯାଇପାରିବ ନାହିଁ? କିନ୍ତୁ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ନୂତନ ସରକାରଙ୍କୁ ଏପରି ନିଷ୍ପତ୍ତିକୁ ନେଇ ଦାୟୀ କରିବା କୌଣସି ପ୍ରକାରେ ଠିକ ନୁହେଁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ…

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri