Posted inଜାତୀୟ

ମୋଦିଙ୍କୁ ସିଧା ସଳଖ ଟାର୍ଗେଟ କଲେ ବିରୋଧୀଙ୍କର ହେବ କ୍ଷତି: ସି-ଭୋଟର ସର୍ଭେ…

ନୂଆଦିଲ୍ଲୀ,୨୨।୧୦ : ହିମାଚଳ ପ୍ରଦେଶରେ ନିର୍ବାଚନ ପାଇଁ ବିଗୁଲ ବାଜିଛି। ନଭେମ୍ବର ୧୨ ରେ ରାଜ୍ୟରେ ମତଦାନ ଅନୁଷ୍ଠିତ ହେବ ଏବଂ ଫଳାଫଳ ଡିସେମ୍ବର ୮ରେ ଘୋଷଣା କରାଯିବ। ନିର୍ବାଚନ ନେଇ ବିଭିନ୍ନ ରାଜନୈତିକ ଦଳଙ୍କ ପକ୍ଷରୁ ପ୍ରଚାର ଜୋରଦାର ହେବା ସହିତ ପରସ୍ପର ମଧ୍ୟରେ ଆରୋପ ପ୍ରତ୍ୟାରୋପ ମଧ୍ୟ ଜାରି ରହିଛି। ଏପରିସ୍ଥଳେ ସି-ଭୋଟର ସର୍ଭେରୁ ଜଣାପଡ଼ିଛି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସିଧା ସଳଖ ଟାର୍ଗେଟ କଲେ ବିରୋଧୀଙ୍କର କ୍ଷତି ହେବ।

ଏହି ସର୍ଭେରେ ହିମାଚଳ ପ୍ରଦେଶର ୧,୩୯୭ ଜଣ ଏବଂ ଗୁଜରାଟର ୧,୨୧୬ ଜଣଙ୍କ ମତାମତ ନିଆଯାଇଛି। ସର୍ଭେରେ ପ୍ରଶ୍ନ ପଚରାଯାଇଥିଲା ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସିଧାସଳଖ ଟାର୍ଗେଟ କରି ବିରୋଧୀମାନେ ଏହାର ଓଲଟା କ୍ଷତି ସହିବେ କି? ଏହି ପ୍ରଶ୍ନର ଆଶ୍ଚର୍ଯ୍ୟଜନକ ଉତ୍ତର ଆସିଥିଲା। ସର୍ଭେରେ ୫୭ ପ୍ରତିଶତ ଲୋକ ହଁ କହିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କୁ ସିଧାସଳଖ ଟାର୍ଗେଟ କରିବା ଦ୍ୱାରା ବିରୋଧୀ ଦଳର କ୍ଷତି ହେବ। ଏଥି ସହିତ, ୪୩ ପ୍ରତିଶତ ଲୋକ କହିଥିଲେ ଯେ ନା, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିବା ଦ୍ୱାରା ବିରୋଧୀ ଦଳର କୌଣସି କ୍ଷତି ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri