Posted inଜାତୀୟ

ମୋଦିଙ୍କୁ ସହଯୋଗ ମାଗିଲେ ୟୁକ୍ରେନ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୪।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ୟୁକ୍ରେନ ବିପକ୍ଷରେ ଯୁଦ୍ଧ ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ୟୁକ୍ରେନ ରାଷ୍ଟ୍ରଦୂତ।

ଭାରତରେ ଥିବା ୟୁକ୍ରେନ ରାଷ୍ଟ୍ରଦୂତ ଆଇଗୋର୍‌ ପୋଲିଖା ଗୁରୁବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ରୁଷିଆ ସହ ଭାରତର ଉତ୍ତମ ସମ୍ପର୍କ ରହିଛି। ରୁଷିଆ-ୟୁକ୍ରେନ ସଙ୍କଟ ନିୟନ୍ତ୍ରଣ କରିବାରେ ନୂଆଦିଲ୍ଲୀ ସକ୍ରିୟ ଭୂମିକା ନେଇ ପାରିବ। ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର୍‌ ଜେଲେନ୍‌ସ୍କିଙ୍କୁ ଯୋଗାଯୋଗ କରିବା ପାଇଁ ୟୁକ୍ରେନ ରାଷ୍ଟ୍ରଦୂତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri