Posted inଜାତୀୟ

ମୋଦି ନୁହେଁ ତ ଆଉ କ’ଣ ପାକିସ୍ତାନ ପ୍ରଧାନମନ୍ତ୍ରୀ କରିବେ ସଂସଦର ଉଦଘାଟନ: କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ…

ନୂଆଦିଲ୍ଲୀ,୨୫।୫ :ଦେଶର ନୂତନ ସଂସଦର ଉଦଘାଟନ ନେଇ ସାରା ଦେଶରେ ଆଲୋଡ଼ନ ସୃଷ୍ଟି ହୋଇଛି। କଂଗ୍ରେସ ସମେତ ଦେଶର ୧୯ ଟି ବିରୋଧୀ ଦଳ ଉଦଘାଟନୀ ସମାରୋହକୁ ବଜର୍ନ କରିଛନ୍ତି। କଂଗ୍ରେସ କହିଛି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୂତନ ସଂସଦ ଭବନର ଉଦଘାଟନ ସମ୍ବିଧାନ ଅନୁଯାୟୀ ନୁହେଁ। ମାତ୍ର କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ ତାଙ୍କ ଦଳର ବିପରୀତ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯଦି ଭାରତର ପ୍ରଧାନମନ୍ତ୍ରୀ ନୁହଁନ୍ତି ତେବେ କ’ଣ ପାକିସ୍ତାନର ପ୍ରଧାନମନ୍ତ୍ରୀ ଦେଶର ସଂସଦର ଉଦଘାଟନ କରିବେ।

ଭାରତର ସଂସଦ ହେଉଛି ଭାରତର ଐତିହ୍ୟ, ଭାଜପାର ନୁହେଁ। ସଂସଦ ଭବନ କୌଣସି ଦଳର ନୁହେଁ। ଏହାର ଦେଶର ସମ୍ପତ୍ତି। ଆମେ ପ୍ରଧାନମନ୍ତ୍ରୀଙ୍କ ନୀତିକୁ ବିରୋଧ କରିବା ଉଚିତ୍‌। ଦେଶର ଲୋକଙ୍କ ଭାବନାକୁ ସମ୍ମାନ ଦେଇ ଆମର ମୋଦିଙ୍କୁ ବିରୋଧ କରିବାର ଅଧିକାର ଅଛି, କିନ୍ତୁ ଦେଶକୁ ବିରୋଧ କରିବା ଠିକ ନୁହେଁ। ମୁଁ ସେମାନଙ୍କ ନିଷ୍ପତ୍ତିକୁ ପୁନର୍ବିଚାର କରିବାକୁ ବିରୋଧୀଙ୍କୁ ନିବେଦନ କରୁଛି। ମୁଁ ଅନୁରୋଧ କରୁଛି ସମଗ୍ର ବିରୋଧୀ ଏକତା ଅସଦ୍ଦିଦିନ ଓୱାଇସିଙ୍କ ପଥ ଅନୁସରଣ କରନ୍ତୁ ନାହିଁ।

ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ ମଧ୍ୟ ଟୁଇଟ କରି ନିଜର ବିବୃତ୍ତିକୁ ଦୋହରାଇଛନ୍ତି। ସେ କହିଛନ୍ତି ରାଜନୈତିକ ବିରୋଧ ନିଜ ସ୍ଥାନରେ ରହିବା ଆବଶ୍ୟକ। ସମସ୍ତଙ୍କ ଦେଶ ସର୍ବୋପରି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri