ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହେଲେ ସମସ୍ତଙ୍କର ଜିନୋମ ସିକ୍ୟୁଏନସିଂ ଅସମ୍ଭବ

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଏହା ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବିଶେଷଜ୍ଞ, ସ୍ୱାସ୍ଥ୍ୟକର୍ମୀ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି । ଯଦି ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ହୁଏ ତେବେ ସମସ୍ତଙ୍କର ଜିନୋମ ସିକ୍ୟୁଏନସିଂ କରିବା ସମ୍ଭବ ହେବ ନାହିଁ ବୋଲି ବିଶେଷଜ୍ଞ କହିଛନ୍ତି । ପୁଣେ ସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍ ଭାୟରୋଲୋଜି(ଏନ୍‌ଆଇଭି)ର କାର୍ଯ୍ୟରତ ବିଶେଷଜ୍ଞ ଏହା କହିଛନ୍ତି । ସେମାନେ କହିଛନ୍ତି ପୂର୍ବରୁ ଦିନକୁ ୩୦-୪୦ଟି ସାମ୍ପଲ ଜିନୋମ ସିକ୍ୟୁଏନସିଂ ପାଇଁ ଆସୁଥିବା ବେଳେ ଏବେ ଦିନକୁ ପ୍ରାୟ ୧୨୦-୧୩୦ଟି ସାମ୍ପଲର ଜିନୋମ ସିକ୍ୟୁଏନସିଂ କରାଯାଉଛି । ଦିନ ତ ଦିନ ରାତି ରାତି ବି ଆମେ ଏଥିପାଇଁ ଉଜାଗର ରହିବାକୁ ପଡୁଛି । କେବଳ ମହାରାଷ୍ଟ୍ର ନୁହେଁ ପ୍ରାୟ ୧୨ଟି ରାଜ୍ୟରୁ ସାମ୍ପଲ ଏନ୍‌ଆଇଭିକୁ ପଠାଯାଉଥିବାରୁ ଏଭଳି ପରିସ୍ଥିତି ଉପୁଜିଥିବା ସେ କହିଛନ୍ତି । ଘଣ୍ଟା ଘଣ୍ଟା ଧରି ପିପିଇ କିଟ୍ ପିନ୍ଧି ଏକ ୨୦ ଡିଗ୍ରୀ ବାକ୍ସରୁ ସାମ୍ପଲ ବାହାର କରି ଏହାର ସିକ୍ୟୁଏନସିଂ ଆରମ୍ଭ କରାଯାଇଥାଏ । ଆଉ ଏଥିପାଇଁ ଟିକେ ସମୟ ବି ଲାଗିଥାଏ । ଏବେ ଦେଶରେ ଯେଉଁ ପରିମାଣରେ ଟେଷ୍ଟ ଆରମ୍ଭ କରାଯାଇଛି ମାତ୍ର ୩ ସପ୍ତାହ ମଧ୍ୟରେ ୫ ଗୁଣା ଅଧିକ କାମ ପଡିଯାଇଥିବା ବିଶେଷଜ୍ଞମାନେ କହିଛନ୍ତି ।
ସୂଚନାଯୋଗ୍ୟ, ଗତବର୍ଷ କରୋନା ମହାମାରୀର ଦ୍ୱିତୀୟ ଲହର ଆସିଥିବା ବେଳେ ଏହାର ମୁକାବିଲା କରିବା ଆମ ପାଇଁ କାଠିକର ପାଠ ହୋଇ ଯାଇଥିଲା । ଏହାପରେ ବି ଜନତା ବୋଧହୁଏ କରୋନାର ଗାଇଡ ଲାଇନ୍ ପାଳନ କରିବାକୁ ରାଜି ନ ହେଉ ଥିବାରୁ ପରିସ୍ଥିତି ବେଳକୁ ବେଳ ଖରାପ ହେବା ଆଶଙ୍କା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri