India and Pakistan war: ପାକିସ୍ତାନ ପରମାଣୁ ଆଟାକ୍‌ କଲେ, ଓଡ଼ିଶା ଉପରେ ପଡିବ କି ବିପଦ? ବଡ଼ ଆକଳନ…

ନୂଆଦିଲ୍ଲୀ,୩୦।୪:ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧର ଆଶଙ୍କା ମଧ୍ୟରେ ଏକ ସାଂଘାତିକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟରେ କୁହାଯାଇଛି ଯେ ଯଦି ଭାରତ ପାକିସ୍ତାନ ଉପରେ ଆକ୍ରମଣ କରେ ତେବେ ଭାରତର କିଛି ସ୍ଥାନ ଅନ୍ୟମାନଙ୍କ ତୁଳନାରେ ଅଧିକ କ୍ଷତିଗ୍ରସ୍ତ ହୋଇପାରେ। ରଣନୀତିକ ବିଶ୍ଲେଷଣଙ୍କ ଅନୁଯାୟୀ, ପାକିସ୍ତାନ ସୀମାନ୍ତ ନିକଟବତର୍ତ୍ତୀ ରାଜ୍ୟମାନଙ୍କ ମଧ୍ୟରେ ପଞ୍ଜାବ, ଜମ୍ମୁ-କଶ୍ମୀର, ରାଜସ୍ଥାନ ଏବଂ ଗୁଜରାଟ ଭଳି ଅଞ୍ଚଳଗୁଡ଼ିକ ପରମାଣୁ ଆକ୍ରମଣରେ ଅଧିକ ପ୍ରଭାବିତ ହୋଇପାରେ।

Nuclear Attack on Odisha: ଏହି ରାଜ୍ୟଗୁଡ଼ିକର ସୀମାନ୍ତ ଅଞ୍ଚଳ ସାମରିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏବଂ ଜନସଂଖ୍ୟା ଘନତ୍ୱ ଅଧିକ ଥିବା କିଛି ସହର ଯେପରିକି ଅମୃତସର, ଜୟପୁର କିମ୍ବା ଅହମଦାବାଦ ଆକ୍ରମଣର ସିଧା ଟାର୍ଗେଟ ହୋଇପାରେ। ଏହା ବ୍ୟତୀତ, ସାମରିକ ଘାଟି ଏବଂ ଅର୍ଥନୈତିକ କେନ୍ଦ୍ରଗୁଡ଼ିକ ମଧ୍ୟ ବିପଦ ଜୋନରେ ରହିପାରେ।

Nuclear Attack on Odisha:  ତେବେ, ଏହା କେବଳ ରଣନୀତିକ ଅନୁମାନ ଉପରେ ଆଧାରିତ। ପରମାଣୁ ଯୁଦ୍ଧର ପରିଣାମ ସମଗ୍ର ଦେଶ ପାଇଁ ଭୟଙ୍କର ହୋଇପାରେ। ସେହିପରି ଆଟାକ୍‌ରେ କେଉଁ ସ୍ଥାନ ନିରାପଦ ରହିପାରେ ସେ ନେଇ ମଧ୍ୟ ବଡ଼ ଆକଳନ କରାଯାଇଛି।
Nuclear Attack on Odisha:  ଏହି ସ୍ଥାନଗୁଡ଼ିକ ମଧ୍ୟରେ ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ଭଳି ମହାନଗର ସହିତ ଛତିଶଗଡ଼, ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଉତ୍ତର-ପୂର୍ବ ରାଜ୍ୟମାନଙ୍କ ନାମ ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁଯାୟୀ, ଏହି ଅଞ୍ଚଳଗୁଡ଼ିକର ଭୌଗୋଳିକ ଅବସ୍ଥିତି, ଜନସଂଖ୍ୟା ଘନତ୍ୱ ଏବଂ ସାମରିକ ରଣନୀତି ଆଧାରରେ ଏହାକୁ ନିରାପଦ ବୋଲି ବିବେଚନା କରାଯାଇଛି। ଓଡ଼ିଶା ଏବଂ ଉତ୍ତର-ପୂର୍ବ ରାଜ୍ୟମାନଙ୍କର ଅପେକ୍ଷାକୃତ କମ ଜନସଂଖ୍ୟା ଏବଂ ସୀମାନ୍ତରୁ ଦୂରତା ଏହାକୁ ପରମାଣୁ ଆକ୍ରମଣରୁ ସୁରକ୍ଷିତ ରଖିପାରେ। ତେବେ, ବିଶେଷଜ୍ଞମାନେ କହୁଛନ୍ତି ଯେ ପରମାଣୁ ଯୁଦ୍ଧର ପରିଣାମ ଅତ୍ୟନ୍ତ ଭୟଙ୍କର ହୋଇପାରେ, ତେଣୁ ଶାନ୍ତିପୂର୍ଣ୍ଣ ଆଲୋଚନା ଏବଂ କୂଟନୈତିକ ସମାଧାନ ଉପରେ ଗୁରୁତ୍ୱ ଦେବା ଆବଶ୍ୟକ। ଏହି ରିପୋର୍ଟ ସରକାରୀ ଘୋଷଣା ନୁହେଁ ଏବଂ ଏହା କେବଳ ରଣନୀତିକ ବିଶ୍ଲେଷଣ ଉପରେ ଆଧାରିତ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri