ଯଦି ଆକାଉଣ୍ଟକୁ ନ ଆସେ ପିଏମ୍‌ କିଷାନ ୧୬ତମ କିସ୍ତି ଟଙ୍କା, ଏଭଳି କରିପାରିବେ ଅଭିଯୋଗ, ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ପ୍ରଧାନମନ୍ତ୍ରୀ କିଶାନ ସମ୍ମାନ ନିଧି ଯୋଜନାର ୧୬ତମ କିସ୍ତି ବୁଧବାର ଅର୍ଥାତ ଫେବୃଆରୀ ୨୮ରେ କୃଷକଙ୍କ ଖାତାକୁ ପଠାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଲେଖାଏ ପଠାଇବେ। ତେବେ ଏହା ୨୦୨୪ର ପ୍ରଥମ କିସ୍ତି ହୋଇଥିବା ବେଳେ ଯଦି କୌଣସି ହିତାଧିକାରୀଙ୍କ ଆକାଉଣ୍ଟକୁ ନଯାଏ ତେବେ ଏହି ସମ୍ବନ୍ଧରେ ଅଭିଯୋଗ କରିପାରିବେ।
ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ଆପଣ ହିତାଧିକାରୀ ହୋଇଥିଲେ ତେବେ ବୁଧବାର ଆପଣଙ୍କ ଆକାଉଣ୍ଟକୁ ଟଙ୍କା ଯିବ। ଯଦି ଏହି କିସ୍ତି ଟଙ୍କା ନ ମିଳେ ତେବେ ଆପଣ Pmkisan-ict@govରେ ଯୋଗାଯୋଗ କରିପାରିବେ। ଏହାଛଡ଼ା ଆପଣ ଏହି ହେଲ୍ପଲାଇନ୍‌ ନମ୍ବର ୦୧୧-୨୪୩୦-୦୬୦୬ରେ ମଧ୍ୟ ଫୋନ୍‌ କରିପାରିବେ।
ତେବେ ଟଙ୍କା ଆକାଉଣ୍ଟକୁ ଆସିଛି କି ନାହିଁ ତାହା ଜାଣିବା ଲାଗି ଆଧିକାରୀକ ଓ୍ବେବ୍‌ସାଇଟ୍‌ pmkisan.gov.inକୁ ଯାଆନ୍ତୁ। ସେଠାରେ ହୋମ୍‌ ପେଜ୍‌ରେ ଥିବା ‘ଫର୍ମସ୍‌ କର୍ନର’ସେକ୍ସନରେ କ୍ଲିକ୍‌ କରନ୍ତୁ। ଶେଷରେ ‘ବେନିଫିସିଆରୀ ଷ୍ଟାଟସ୍‌’ ଟ୍ୟାବ୍‌ରେ କ୍ଲିକ କରନ୍ତୁ।
ଅଭିଯୋଗ ନମ୍ବର
-ଓଡ଼ିଶା-୧୫୫୨୬୧

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri