‘ପୁଟିନ୍‌ ମହିଳା ହୋଇଥିଲେ ଯୁଦ୍ଧ ହୋଇ ନ ଥାନ୍ତା’

ଲଣ୍ଡନ,୩୦।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଜଣେ ମହିଳା ହୋଇଥିଲେ ୟୁକ୍ରେନ୍‌ ଯୁଦ୍ଧ ହୋଇ ନ ଥାନ୍ତା ବୋଲି ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ କହିଛନ୍ତି। ଜର୍ମାନ୍‌ ବ୍ରଡକାଷ୍ଟର ଜେଡ୍‌ଡିଏଫ୍‌କୁ ମଙ୍ଗଳବାର ନିଜର ପ୍ରତିକ୍ରିୟା ଦେବା ସମୟରେ ବୋରିସ ଏହା କହିଛନ୍ତି। ୟୁକ୍ରେନ୍‌ ଉପରେ ପୁଟିନଙ୍କ ଆକ୍ରୋଶମୂଳକ ଆକ୍ରମଣ ବିଷାକ୍ତ ପୁରୁଷତ୍ୱର ଏକ ଜ୍ୱଳନ୍ତ ଉଦାହରଣ । ଯୁଦ୍ଧ ବନ୍ଦ ହେବା ଲାଗି ସାରା ବିଶ୍ୱ ଚାହୁଁଥିବାବେଳେ ପୁଟିନ୍‌ ଏ ନେଇ କୌଣସି ଶାନ୍ତିପୂର୍ଣ୍ଣ ଚୁକ୍ତି କରିବାକୁ ରାଜି ନାହାନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ପ୍ରକଳ୍ପ ଉଦ୍‌ଘାଟନକଲେ ବିଧାୟକ ରାମଚନ୍ଦ୍ର କାଡାମ

ନନ୍ଦପୁର,୧୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗସ୍ତରେ ଆସି ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ ୫ ପ୍ରକଳ୍ପର ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ୮ ଲକ୍ଷ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା ପ୍ରଶ୍ନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୩ା୫(ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ଘଟଣାକୁ ନେଇ ଦେଶବ୍ୟାପୀ ଛାତ୍ରୀଛାତ୍ରମାନେ ଜୋର୍‌ଦାର ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଦେଶର ୨୨ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ପରିଶ୍ରମ ଏବଂ…

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍‌ ଘଟିଲା…

ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ…

ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍‌ ଧାନ

ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ ।…

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri