Posted inଜାତୀୟ

ଜୟନ୍ତ ଚୌଧୁରୀଙ୍କୁ ପରାମର୍ଶ ଦେଲେ ଶାହ

ଲକ୍ଷ୍ନୌ,୨୯ ।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨କୁ ନେଇ ଶନିବାର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମୁଜାଫରନଗରରେ ଦଳର ପ୍ରଚାରରେ ଅଛନ୍ତି । ସେଠାରେ ସେ କହିଛନ୍ତି ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ଲାଗି ସମାଜବାଦୀ ପାର୍ଟି(ସପା) ଓ ରାଷ୍ଟ୍ରୀୟ ଲୋକ ଦଳ(ଆର୍‌ଏଲଡି) ମଧ୍ୟରେ ମେଣ୍ଟ ହୋଇଛି । ହେଲେ ଏହି ମେଣ୍ଟ କେବଳ ଭୋଟ ଗଣନା ପର୍ଯ୍ୟନ୍ତ ରହିବ ବୋଲି କହିଛନ୍ତି ଶାହ । କୃଷକ ବହୁଳ ପଶ୍ଚିମ ଉତ୍ତର ପ୍ରଦେଶର ମୁଜାଫରନଗରର ଏକ ମତଦାନ ସଭାକୁ ସମ୍ବୋଧନ କରିବା ଅବସରରେ ଶାହ କହିଛନ୍ତି, ଯଦି ଏଥର ଉତ୍ତର ପ୍ରଦେଶରେ ସମାଜବାଦି ପାର୍ଟି ସରକାର ଗଠନ କରେ ତେବେ ଅଜମ ଖାଁ କ୍ୟାବିନେଟର ଜଣେ ସଦସ୍ୟ ହେବେ ଓ ଜୟନ୍ତ ଭାଇ ବାହାରି ଯିବେ । ଟିକେଟ ମିଳିବା ପରେ ଏହାହିଁ ଅନୁମାନ କରାଯାଉଥିଲା କେଉଁଠି କ’ଣ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri