ଏସିଡ଼ ପୀଡ଼ିତାଙ୍କ ମୃତ୍ୟୁ ହେଲେ ଦୋଷୀଙ୍କୁ ସାରା ଜୀବନ ଜେଲରେ କାଟିବାକୁ ପଡିବ

କାଠମାଣ୍ଡୁ,୨୫ ।୯: ବେଳକୁ ବେଳ ବଢି ଚାଲିଛି ଏସିଡ୍ ଆକ୍ରମଣ ଘଟଣା । ଆଉ ଏହାପରେ ପୀଡ଼ିତା ନ୍ୟାୟ ପାଇବାକୁ ବର୍ଷ ବର୍ଷ ଧରି ଅପେକ୍ଷା କରି ରହୁଛନ୍ତି । ଏହାକୁ ନେଇ ଏବେ ନେପାଳର ଆଇନ ମନ୍ତ୍ରୀ ଶିବ ମୟ ଥୁମ୍ବରାହାମ୍ପେ କହିଛନ୍ତି ଏଣିକି ଏସିଡ୍ ଆକ୍ରମଣରେ ଯଦି କାହାର ମୃତ୍ୟୁ ହେଲା ତେବେ ଦୋଷୀଙ୍କୁ ଆଜିବନ ଜେଲ ଦଣ୍ଡ ଭୋଗିବାକୁ ପଡିବ । ଏହାପରେ ଯଦି ଏସିଡ୍ ଆକ୍ରମଣରେ କୌଣସି ଲୋକର ଅଙ୍ଗ କ୍ଷତିଗ୍ରସ୍ତ ହୁଏ ତେବେ ମଧ୍ୟ ପୀଡ଼ିତ ବା ପୀଡ଼ିତାଙ୍କୁ ଦୋଷୀ ୧ ମିଲିୟନ ନେପାଳି ଅର୍ଥ ପ୍ରଦାନ କରିବା ସହ ୨୦ ବର୍ଷ ଜେଲ୍ ଦଣ୍ଡ ଭୋଗିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ପୂର୍ବରୁ ଚନ୍ଦ୍ରରେ ବାସ କରିବ ମଣିଷ

ଓ୍ବାଶିଂଟନ୍‌, ୨୨ା୧୧:ଚନ୍ଦ୍ରରେ ଜୀବଜଗତ ତିଷ୍ଠିବା ସମ୍ଭାବନା ନେଇ ବୈଜ୍ଞାନିକମାନଙ୍କ ଅଧ୍ୟୟନ ଜାରି ରହିଛି। ପ୍ରାକୃତିକ ଉପଗ୍ରହ ଚନ୍ଦ୍ର ସମ୍ବନ୍ଧରେ ବହୁ ତଥ୍ୟ ବିଶେଷଜ୍ଞଙ୍କ ହସ୍ତଗତ ହୋଇଥିଲେ...

ଭେଣ୍ଟିଲେଟରରେ ଅଧିକ କରୋନା ସଂକ୍ରମିତଙ୍କ ଘଟୁଛି ମୃତ୍ୟୁ !

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଗୁରୁତର କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଭେଣ୍ଟିଲେଟରର ସହାୟତା ନିଆଯାଉଛି। ତେବେ ଏକ ରିପୋର୍ଟରୁ...

ଦୁଇ ମହିଳାଙ୍କୁ ଉଦ୍ଧାର କରିବାକୁ ସମୁଦ୍ରକୁ ଡେଇଁଲେ ରାଷ୍ଟ୍ରପତି

ଲିସବନ,୧୮।୮: ପର୍ତ୍ତୁଗାଲର ଏଲଗ୍ରାଭେ ବିଚ୍‌ରେ ଦେଖିବାକୁ ମିଳିଥିଲା ଏକ ଅଦ୍ଭୁତ ଦୃଶ୍ୟ। ଯେତେବେଳେ ପାଣିରେ ବୁଡି ଯାଉଥିବା ୨ ମହିଳାଙ୍କ ଜୀବନ ବଞ୍ଚାଇବାକୁ ପାଣିକୁ ଡେଇଁ...

ପୂର୍ବତନ ଏମ୍‌ପିଙ୍କୁ ହତ୍ୟା, ଭାଇ ଗୁରୁତର

କାବୁଲ,୧୫।୧: ଆଫଗାନିସ୍ତାନ ରାଜଧାନୀ କାବୁଲରେ ପୂର୍ବତନ ଏମ୍‌ପି ମୁର୍ସାଲ ନାବିଜାଦାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଘଟଣାରେ ମୁର୍ସାଲଙ୍କ ଭାଇ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କର...

ନିରାଶ ହୋଇପଡିଲେଣି ୟୁକ୍ରେନ ରାଷ୍ଟ୍ରପତି

କ୍ୱିଭ,୧୮।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ରୁଷିଆ ଆକ୍ରମଣରେ ହଜାର ହଜାର ସାଧାରଣ ଲୋକ ପ୍ରାଣ ହରାଇଛନ୍ତି। ୟୁକ୍ରେନ ରାଷ୍ଟ୍ରପତି...

ଟେକ୍ସାସ ଗୁଳିକାଣ୍ଡରେ ୨୧ ମୃତ, ୩ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ ରାଷ୍ଟ୍ରପତି

ଟେକ୍ସାସ,୨୫ ।୫: ଆମେରିକାର ଟେକ୍ସାସରେ ଥିବା ଏକ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସକାଳେ(ସ୍ଥାନୀୟ ସମୟ ଅନୁସାରେ) ଜଣେ ୧୮ ବର୍ଷିୟ ବାଳକ ହଠାତ୍ ଆଖିବୁଜା ଗୁଳିଚାଳନା...

ବେଆଇନ ଭାବେ ଆମେରିକାରେ ରହୁଥିବା ୧୬୧ ଭାରତୀୟ ଫେରିବେ ସ୍ବଦେଶ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୮।୫: ଆମେରିକାରେ ବେଆଇନ ଭାବେ ରହୁଥିବା ୧୬୧ ଭାରତୀୟ ଚଳିତ ସପ୍ତାହରେ ସ୍ବଦେଶ ଫେରିବେ। ସେମାନେ ଆମେରିକାର ଦକ୍ଷିଣ ସୀମାରେ ଥିବା ମେକ୍ସିକୋ ଦେଇ ପ୍ରବେଶ...

ସାମାନ୍ୟ ଥଣ୍ଡା-କାଶକୁ ଡରନ୍ତୁ ନାହିଁ, ହୋଇଯାନ୍ତୁ ଖୁସି: କାରଣ..

ଗ୍ଲାସଗୋ,୨୬।୪: ବିଶ୍ୱବ୍ୟାପୀ କରୋନା ମହାମାରୀ ବିପର୍ଯ୍ୟୟର କାରଣ ହୋଇଛି। ଭାରତରେ ପରିସ୍ଥିତି ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ୩...

Advertisement
Archives

Model This Week