ହଠାତ୍‌ ପିମ୍ପୁଡ଼ି ବାହାରୁଥିଲେ…

ବେଳେବେଳେ ଘରୁ ହଠାତ୍‌ ମେଞ୍ଚା ମେଞ୍ଚା ହୋଇ ପିମ୍ପୁଡ଼ି ବାହାରୁ ଥିବାର ଦେଖାଯାଏ। କେବେ ନାଲି ତ କେବେ କଳା ରଙ୍ଗର ପିମ୍ପୁଡ଼ି ବାହାରିଥାନ୍ତି। ଏମାନେ ବି ଆମକୁ ଅନେକ କିଛି ସଙ୍କେତ ଦେଇଥାନ୍ତି। ଯଦି ଘରର କେଉଁ ସ୍ଥାନରୁ ନାଲି ରଙ୍ଗର ପିମ୍ପୁଡି ବାହାରୁଥାନ୍ତି, ତେବେ ତାହା ଆଗକୁ କରଜ ହେବାର ସଙ୍କେତ ଦେଇଥାଏ। ଅର୍ଥାତ୍‌ ହଠାତ୍‌ କୌଣସି ଅସୁବିଧାରେ ପଡି ଆମେ ଆଗକୁ ଧାରକରଜ କରିବାକୁ ଯାଉଛୁ ବୋଲି ଏହା ପୂର୍ବରୁ ଆମକୁ ସୂଚନା ଦେଇ ଦେଇଥାଏ। ହେଲେ ଏମାନଙ୍କୁ ଦେଖିବା ମାତ୍ରେ ଆମ ଭିତରୁ ଅନେକେ ପିମ୍ପୁଡି ମରା ଔଷଧ ପକାଇ ଏମାନଙ୍କୁ ମାରି ଦେଇଥାଉ। ଏହାଦ୍ୱାରା ପ୍ରଥମତଃ ଆମେ ଜୀବହତ୍ୟାର ଭାଗିଦାର ହେଲୁ। ତା’ସହିତ ସମସ୍ୟାକୁ ଆହୁରି ବଢିବାକୁ ମଧ୍ୟ ବାଟ ଖୋଲିଦେଲୁ। ତେଣୁ ସେମାନଙ୍କୁ ଜୀବନରୁ ନ ମାରି ପିମ୍ପୁଡ଼ି ବାହାରୁଥିବା ସ୍ଥାନରେ କିଛି ଲବଙ୍ଗ କିମ୍ବା କିଛି ତେଜପତ୍ର ଅଥବା ଲେମ୍ବୁକୁ ଦୁଇଫାଳ କରି ରଖିଦିଅନ୍ତୁ। ଦେଖିବେ କିଛି ସମୟ ପରେ ପିମ୍ପୁଡ଼ି ଆପେ ଆପେ କୁଆଡ଼େ ଚାଲିଯିବେ, ତା’ସହିତ କରଜ ସମସ୍ୟା ବି କିଛିଟା ଦୂର ହୋଇଯିବ ବୋଲି ବିଶ୍ୱାସ ରହିଛି। ଅନ୍ୟପକ୍ଷେ କଳା ପିମ୍ପୁଡ଼ି ବାହାରୁଥିଲେ, ଏହା ଶୁଭ ସଙ୍କେତ ଦେଇଥାଏ। ଖାସ୍‌ କରି କଳା ପିମ୍ପୁଡ଼ି ଧାଡ଼ି ଧାଡ଼ି ହୋଇ ସାଙ୍ଗରେ କିଛି ଧଳା ଜିନିଷ ନେଇ ଯାଉଥିବାର ଦେଖିବା ଅତ୍ୟନ୍ତ ଶୁଭ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?