Posted inଜାତୀୟ

ଯଦି ସରକାର ନ ମାନନ୍ତି ତେବେ…ସ୍ବାଧୀନ ଭାରତରେ ପ୍ରଥମଥର ହେବ ଲୋକ ସଭା ବାଚସ୍ପତି ପାଇଁ ନିର୍ବାଚନ

ନୂଆଦିଲ୍ଲୀ,୧୮।୬: ଲୋକ ସଭାରେ ଡେପୁଟି ସ୍ପିକର ପଦବୀ ଦାବିରେ ଜିଦ ଧରିଥିବା ବିରୋଧୀ ଚେତାବନୀ ଦେଇଛନ୍ତି ଯେ ଯଦି ସରକାର କୌଣସି ବିରୋଧୀଦଳର ନେତାଙ୍କୁ ଡେପୁଟି ସ୍ପିକର କରିବାକୁ ରାଜି ନ ହୁଅନ୍ତି, ତେବେ ସେମାନେ ଲୋକ ସଭା ବାଚସ୍ପତି ପଦ ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଯଦି ବିରୋଧୀ ଦଳ ଆସନ୍ତା ସପ୍ତାହରେ ଲୋକ ସଭା ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ଦିଅନ୍ତି, ତେବେ ସ୍ବାଧୀନ ଭାରତ ଇତିହାସରେ ଏହା ପ୍ରଥମ ଥର ହେବ ଯେ ଲୋକ ସଭା ବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri