‘ରାତି ୮ଟାରେ ବଜାର ବନ୍ଦ ହେଲେ ଜନ୍ମନେବେ କମ ସନ୍ତାନ’: ପାକ ପ୍ରତିରକ୍ଷାମନ୍ତ୍ରୀ

ଇସଲାମାବାଦ,୬ ।୧: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଖ୍ୱାଜା ଆଶିଫଙ୍କ ଏକ ଅଜବ ବୟାନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ସେ କହିଛନ୍ତି ଯେଉଁଠାରେ ବଜର ରାତି ୮ଟାରେ ବନ୍ଦ ହୋଇଯାଉଛି ସେଠାରେ କମ ସନ୍ତାନ ପ୍ରସବ ହେଉଛନ୍ତି ।
ମନ୍ତ୍ରୀଙ୍କର ଏହି ଓଲଟା ସିଧା ବୟାନକୁ ନେଇ ସୋସିଆଲ ମିଡିଆରେ ଏହାକୁ ଭାଇରାଲ କରାଯାଉଛି । ଏହାପଛରେ ମନ୍ତ୍ରୀଙ୍କର କ’ଣ ଉଦ୍ଦେଶ୍ୟ ରହିଛି ତାହା କେବଳ ସେ ହିଁ ଜାଣିଥିବେ । ହେଲେ ତାଙ୍କର ଏହି ବୟାନ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟି ଗଲାଣି । ସୂଚନଯୋଗ୍ୟ, ପାକିସ୍ତାନ ଏବେ ଉତ୍କଟ ଆର୍ଥିକ ସମସ୍ୟା ଦେଇ ଗତି କରୁଥିବା ବେଳେ ଏକ ପ୍ରେସ କନଫରେନ୍ସରେ ପାକିସ୍ତାନ ପ୍ରତିରକ୍ଷାମନ୍ତ୍ରୀଙ୍କୁ ଏ ନେଇ ପ୍ରଶ୍ନ କରାଯାଇଥିଲା । ହେଲେ ମନ୍ତ୍ରୀ ଏହି ଅଜବ ଉତ୍ତର ରଖିଥିଲେ । ସେ କହିଥିଲେ ପାକିସ୍ତାନରେ ଯେଉଁଠି ରାତି ୮ଟାରେ ବଜାର ବନ୍ଦ ହୋଇ ଯାଉଛି ସେଠାରେ କମ ପିଲା ଜନ୍ମ ନେଉଛନ୍ତି । କିନ୍ତୁ ଆର୍ଥିକ ସମସ୍ୟା ସହ ଏହାର କ’ଣ ସମ୍ପର୍କ ରହିଛି ତାହା ଏବେ ପର୍ଯ୍ୟନ୍ତ ବୁଝା ପଡୁନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?