ଗରିବଙ୍କ E-KYC ଭୁଲ୍‌ରେ କଟିଥିଲେ ଜଣାନ୍ତୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬ା୪: E-KYCରେ ଗରିବଙ୍କ ରାଶନକାର୍ଡ କଟିଯିବା ଅଭିଯୋଗ ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଯେଉଁ ଗରିବଙ୍କର E-KYC କଟିଛି ମୋତେ କୁହନ୍ତୁ। ଆମ ପାଖରେ ପର୍ଯ୍ୟାପ୍ତ କାର୍ଡ ଅଛି, ଆମେ ନୂଆ ଲୋକଙ୍କୁ ଦେବୁ। ଯଦି ଭୁଲରେ କଟିଯାଇଛି, ଆଉ ଥରେ ଆବେଦନ କରନ୍ତୁ, ସର୍ଭେ କରିକି ଦେବୁ ବୋଲି ମନ୍ତ୍ରୀ କହିଛନ୍ତି।

ପ୍ରାୟ ୧ ଲକ୍ଷ ଲୋକଙ୍କ ରାଶନକାର୍ଡ କଟିଛି। ଇନ୍‌କମ୍‌ ଟ୍ୟାକ୍ସ ଦେଉଥିବା, ଭଲ ଚାକିରି କରୁଥିବା ଲୋକଙ୍କର କଟିଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ଯୁଦ୍ଧ ମଧ୍ୟରେ ଆଡଭାଇଜରି ଜାରି କଲା DGCA: ଏହି ୯ଟି ଦେଶର ଆକାଶମାର୍ଗରେ ଯାତ୍ରା ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୦ା୩: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଯୁଦ୍ଧଗ୍ରସ୍ତ ଉପସାଗରୀୟ ଅଞ୍ଚଳରେ ୯ଟି ଦେଶର ଆକାଶମାର୍ଗକୁ ଏଡ଼ାଇବା ପାଇଁ ପରାମର୍ଶ ଦେଇଛି। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ….

ଭୁବନେଶ୍ବର,୨୦।୩: ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଛି ଯେ, ଚାରିଆଡ଼େ ଧୂଆଁମୟ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri