ରାଜ୍ୟ ସରକାର ପ୍ରସ୍ତାବ ଦେଲେ ମହାନଦୀ ଉପରେ ବ୍ୟାରେଜ ହେବ: ବିଶ୍ୱେଶ୍ୱର

ରାୟଗଡ଼ା ଅଫିସ/ ଜୟପୁର,୧।୫(ନି.ପ୍ର.): ପଡ଼ୋଶୀ ଛତିଶଗଡ଼ ଓ ଆନ୍ଧ୍ର ସରକାର ନିଜ ରାଜ୍ୟର ନଦୀଗୁଡ଼ିକ ଉପରେ ବ୍ୟାରେଜ ନିର୍ମାଣ କରି ଚାଷ, ଶିଳ୍ପ ସହ ଲୋକଙ୍କୁ ପାନୀୟ ଜଳ ଯୋଗାଉଛନ୍ତି। ଓଡ଼ିଶା ଦେଇ ପ୍ରବାହିତ ମହାନଦୀ ଉପରେ ବ୍ୟାରେଜ ନିର୍ମାଣ ପାଇଁ ରାଜ୍ୟ ସରକାର କେବେ ପ୍ରସ୍ତାବ ଦେଇଛନ୍ତି କି । ରାୟଗଡ଼ା ଓ କୋରାପୁଟ ଜିଲା ଗସ୍ତରେ ଆସି ଶନିବାର କେନ୍ଦ୍ର ଜଳ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଏଭଳି ପ୍ରଶ୍ନ କରିଛନ୍ତି। ଏହି ପ୍ରସଙ୍ଗରେ ସେ ଓଡ଼ିଶା ସରକାରଙ୍କ ଉପରେ ଦୋଷ ଲଦିଛନ୍ତି।
ସର୍କିଟ ହାଉସ ଠାରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା ବେଳେ ହୀରାକୁଦକୁ ପାଣି ଆସିବା ବାଟରେ ଯଦି ଛତିଶଗଡ଼ ସରକାର ବ୍ୟାରେଜ ନିର୍ମାଣ କରିପାରୁଛନ୍ତି ତେବେ ମହାନଦୀ ଉପରେ ବ୍ୟାରେଜ ନିର୍ମାଣ କରି ବର୍ଷା ଦିନରେ ଜଳ ସଂରକ୍ଷଣ ପାଇଁ ଓଡ଼ିଶା ସରକାର କାହିଁକି ପ୍ରସ୍ତାବ ଦେଉନାହାନ୍ତି ବୋଲି ବିଶ୍ୱେଶ୍ୱର କହିଥିଲେ। ଆମ ପାଖରେ ଆହୁରି ଦୁଇ ବର୍ଷ ସମୟ ଅଛି। ରାଜ୍ୟ ସରକାର ପ୍ରସ୍ତାବ ଦେଲେ ତାହାକୁ ଶୀଘ୍ର କାର୍ଯ୍ୟକାରୀ କରାଯାଇ କାମ ଅଗ୍ରଗତି କରିପାରିବୁ। କୋରାପୁଟ ଜିଲାକୁନ୍ଦୁରା ବ୍ଲକ ଗସ୍ତ ଅବସରରେ ଜୟପୁର ହାଟପଦାଠାରେ ଆଲୋଚନା ସମୟରେ ସମାନ କଥା କହିବା ସହ ରାଜ୍ୟ ସରକାରଙ୍କ ଜଳ ସମ୍ପଦ ମନ୍ତ୍ରୀ ଗଣମାଧ୍ୟମରେ ଯେଉଁ ଯୁକ୍ତି ରଖୁଛନ୍ତି ଏସବୁ ବିଷୟରେ ତାଙ୍କର କୌଣସି ଜ୍ଞାନ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?