ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….

ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ ତୈଳ ବ୍ୟାରେଲ ୧୨୦ ଟପିଲେ, ପେଟ୍ରୋଲ-ଡିଜେଲ ଲିଟରରେ ବଢ଼ିଯିବ ୫ ଟଙ୍କା । ଏବେ ପେଟ୍ରୋଲ ଲିଟର ପିଛା ୧୦ ଟଙ୍କା ଓ ଡିଜେଲ ଲିଟର ପିଛା ୪୮ ଟଙ୍କା କ୍ଷତି ସହୁଛନ୍ତି କମ୍ପାନୀ ।

ଆଉ ୧୫ ଦିନ ପରେ ବଢ଼ିପାରେ ପେଟ୍ରୋଲ ଓ ଡିଜେଲ ଦର । ଏଭଳି ଏକ ଆକଳନ କରୁଛନ୍ତି ବିଶେଷଜ୍ଞମାନେ । ନିଖିଳ ଉତ୍କଳ ପେଟ୍ରୋଲିୟମ ଡିଲର୍ସ ସଂଘ ସଂପାଦକ ସଂଜୟ ଲାଠ କହିଛନ୍ତି, ଯଦି ମଧ୍ୟପ୍ରାଚ୍ୟ ଆଉ ୧୫ ଦିନ ଯାଏଁ ଯୁଦ୍ଧ ସ୍ଥିତି ଲାଗି ରୁହେ, ତେବେ ତେଲ ଦରରେ ବୃଦ୍ଧି ଘଟିବା ଆଶଙ୍କା ଅଧିକ ରହିଛି ।

ଯଦି ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୨୦ ଡଲାରରୁ ଅଧିକ ହେବ ତେବେ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୫ ଟଙ୍କା ପର୍ଯ୍ୟନ୍ତ ବଢ଼ିପାରେ ବୋଲି ସଂଜୟ ଲାଠ ଆକଳନ କରିଛନ୍ତି। ଆଜି ତାରିଖରେ ଅଶୋଧିତ ତୈଳ ବ୍ୟାରେଲ ପିଛା ୧୦୩ ଡଲାର ରହିଛି । ଯାହା ଏପ୍ରିଲ ମାସର ହାରାହାରି ଦର ୧୧୫ ଡଲାର। ବର୍ତ୍ତମାନ ମଧ୍ୟ ତୈଳ କମ୍ପାନୀ ପେଟ୍ରୋଲ ଲିଟର ପିଛା ୧୦ ଟଙ୍କା ଓ ଡିଜେଲ ଲିଟର ପିଛା ୪୮ ଟଙ୍କା କ୍ଷତି ସହୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

ଧାନ ଉଠାଇବା ଦାବିରେ ସିଏସ୍‌ଓ ଅଫିସରେ ପଶିଲେ ଚାଷୀ, ସିଏସ୍‌ଓ କହିଲେ-ଖୁବ୍‌ଶୀଘ୍ର…

ବଲାଙ୍ଗୀର, ୮।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ମଣ୍ଡି ଓ ନଅଗାଁ (ଖ) ମଣ୍ଡିରେ ଧାନକିଣା ଅଚଳାବସ୍ଥା ଏବଂ ମିଲର୍ସଙ୍କ ମନମୁଖୀ କାର୍ଯ୍ୟ ପ୍ରତିବାଦରେ…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ…

‘ତୁରନ୍ତ ବନ୍ଦ ହେଉ ଗୁଳିବିନିମୟ’, ଇରାନ-ଇସ୍ରାଏଲକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ!

ନୂଆଦିଲ୍ଲୀ, ୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟପ୍ରାଚ୍ୟରେ ଶାନ୍ତି ପାଇଁ ଇସ୍ରାଏଲ ଏବଂ ଇରାନକୁ ଆକ୍ରମଣ ବନ୍ଦ କରିବାକୁ ଆହୱାନ କରିଛନ୍ତି। ଟ୍ରମ୍ପ ଟ୍ରୁଥ ସେସିଆଲରେ…

ଶ୍ରୀମନ୍ଦିରରେ ଚାଲିଥିଲା ମଙ୍ଗଳ ଆଳତି, ଭକ୍ତଙ୍କ ସୁନା ଚେନ୍‌ ଲୁଟିନେଲେ ଚୋର: ଆଉ ତା’ପରେ ଘଟିଲା…

ପୁରୀ,୮।୬(ଅଜିତ ମହାନ୍ତି): ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଜଣେ ବ୍ୟକ୍ତି ଜଣେ ଭକ୍ତଙ୍କଠାରୁ ସୁନା ଚେନ ଚୋରି କରି ନେଇଥିଲେ। ମଙ୍ଗଳ ଆଳତି ବେଳେ ଏହି ଘଟଣା ଘଟିଥିବା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

୧୦୯ ବର୍ଷ ପରେ ଏହି କାମ କରିବାକୁ ଯାଉଛି ଆମେରିକା: ବିଶ୍ୱରେ ପଡ଼ିଲା ଚହଳ

ଓ୍ବାଶିଂଟନ୍‌,୮।୬:ବିଶ୍ୱର ସର୍ବଶ୍ରେଷ୍ଠ ଶକ୍ତି ଭାବରେ ବିବେଚିତ ଯୁକ୍ତରାଷ୍ଟ୍ର ପୁଣି ଥରେ ଅନ୍ୟ ଏକ ରାଷ୍ଟ୍ରରୁ ଅଞ୍ଚଳ କିଣିବା ବିଷୟରେ ଚିନ୍ତା କରୁଛି। ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ଡୋନାଲ୍ଡ…

ଦିଲ୍ଲୀରେ ଗର୍ଜିଲେ ମମତା: ଇଣ୍ଡିଆ ମେଣ୍ଟ ବୈଠକରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୮।୬: ବିରୋଧୀ ମେଣ୍ଟ ଇଣ୍ଡିଆ ବ୍ଲକରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ଅର୍ଥନୈତିକ, ସାମାଜିକ ଏବଂ ବୈଦେଶିକ ନୀତି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri