ଘରେ ଯଦି କିଛି ବାସ୍ତୁ ଦୋଷ ଥାଏ, ଜାଣନ୍ତୁ କିପରି କରିବେ ଠିକ୍‌…

ଘରେ ଯଦି କିଛି ବାସ୍ତୁ ଦୋଷ ଥାଏ,ତା’ହେଲେ ତାହାକୁ କିପରି ସରଳ ଉପାୟରେ ଠିକ୍‌ କରାଯାଇପାରିବ ଜାଣନ୍ତୁ ସେ ସମ୍ପର୍କରେ…

* ଘରେ କିଛି ବାସ୍ତୁ ଦୋଷ ଥିଲେ, ଉତ୍ତର-ପୂର୍ବ କୋଣ ଅର୍ଥାତ୍‌ ଐଶାନ୍ୟ କୋଣରେ କଳସ ସ୍ଥାପନା କରିବା ଠିକ୍‌ ହେବ। ଯେହେତୁ ଭଗବାନ ଗଣେଶ ହେଉଛନ୍ତି ବିଘ୍ନନାଶକ, ତେଣୁ ତାଙ୍କରି ସ୍ବରୂପ କୁହାଯାଉଥିବା କଳସକୁ ଘରେ ସ୍ଥାପନା କଲେ ସବୁ ବିପଦରୁ ମୁକ୍ତି ମିଳିଥାଏ ବୋଲି ବିଶ୍ୱାସ କରାଯାଏ।

* ସେହିପରି ଘରର ମୁଖ୍ୟଦ୍ୱାର ଉପରେ ସିନ୍ଦୁରରେ ସ୍ବସ୍ତିକ ଚିହ୍ନ କରିବା ମଧ୍ୟ ଶୁଭ ହୋଇଥାଏ। ତେବେ ଧ୍ୟାନ ଦେବେ ସ୍ବସ୍ତିକ ଚିହ୍ନ ଯେମିତି ୯ ଆଙ୍ଗୁଳି ଲମ୍ବା ଆଉ ୯ ଆଙ୍ଗୁଳି ଚଉଡ଼ା ହୋଇଥିବ; ଫଳରେ ଏହା ଘରୁ ନକରାତ୍ମକ ଉର୍ଜ୍ଜା ଦୂର କରିବାରେ ସହାୟକ ହେବ।

* ଯଦି ଆପଣଙ୍କର ପ୍ରବେଶ ଦ୍ୱାର ଦକ୍ଷିଣ ଦିଗକୁ ହୋଇଥିବ, ତା’ହେଲେ ଏହି ଦ୍ୱାର ନିକଟରେ ପଞ୍ଚମୁଖୀ ହନୁମାନଙ୍କର ଫଟୋ ଲଗାଇବା ଶୁଭ ହୋଇଥାଏ। ନଚେତ୍‌ ପଞ୍ଚଧାତୁରେ ତିଆରି ଏକ ପିରାମିଡ୍‌କୁ ପ୍ରବେଶ ଦ୍ୱାର ନିକଟରେ ରଖିଲେ ବି ଲାଭ ମିଳିଥାଏ।

* ଘରର ଯେଉଁ ସ୍ଥାନରେ କିଛି ବାସ୍ତୁ ଦୋଷ ରହିଛି ବୋଲି ଅନୁଭବ ହେଉଥାଏ, ସେହି ସ୍ଥାନରେ ଗିନାରେ କିଛି କର୍ପୂର ରଖିଦେଲେ ଉପକାର ମିଳେ ବୋଲି ବିଶ୍ୱାସ କରାଯାଏ।

* ଅନ୍ୟପକ୍ଷେ କୁହାଯାଏ, ଘରର ମୁଖ୍ୟଦ୍ୱାର ନିକଟରେ ଘୋଡ଼ାର ନାଲ ଲଗାଇଲେ ମଧ୍ୟ ସୌଭାଗ୍ୟ ପ୍ରାପ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ବଡ଼ ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ରାଜଧାନୀର ମହିଳା ଯାତ୍ରୀଙ୍କ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଜେଡି ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଇ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri